Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |

14-Apr-2026

ମହାବିଷୁବ ସଂକ୍ରାନ୍ତି ଅବସରରେ ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା `ପାଟଖଣ୍ଡା

ଓଡିଶା ଜନମତ,ବାଲିଗୁଡା, ତା, ୧୪/୦୪:,

ସଞ୍ଜୟ କୁମାର ପାଣିଗ୍ରାହୀ): --

କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା` ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ମହାବିଷୁବ ସଂକ୍ରାନ୍ତି ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି ଅବସରରେ  ମା`ପାଟଖଣ୍ଡା ସେବତୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା `ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା` ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା`ଙ୍କ ଏହି ସେବତୀ ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | ଏ ନେଇ ମନ୍ଦିର ପରିଚାଳନା କମିଟି ତଥା କିଛି ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP