Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |

15-Apr-2026

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା. ୧୫/୦୪/୨୬ :--

ପୋଲସରା ବିଜ୍ଞାନ ମହାବଦ୍ୟାଳୟ ଠାରେ ଯୁବ ରେଡକ୍ରସ ଓ ରେଡ ରିବନ୍ କ୍ଲବ, ଜାତୀୟ ସେବା ଯୋଜନା ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଲିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ମହାବିଦ୍ୟାଳୟର ଅଧକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଭଞ୍ଜନଗର ବ୍ଲଡ଼ ବ୍ୟାଙ୍କ ଅଫିସର୍ ଡକ୍ଟର ବିପିନ କୁମାର ପାଣିଗ୍ରାହୀ ଏବଂ ତାଙ୍କର ଟିମଙ୍କ ତତ୍ତ୍ଵାବଧାନରେ ରକ୍ତ ସଂଗ୍ରହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଯୁବ ରେଡକ୍ରସ କାଉନସିଲର ଶ୍ରୀ ସ୍ୱାଭିମାନ ସାହୁ, ମହିଳା କାଉନସିଲର ମିସ୍ ସୁଜାତା ରାଣୀ ବେହେରା, ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର୍ ସେକ୍ ଫରିଦ୍ , ଡକ୍ଟର୍ ଜ୍ୟୋସ୍ନା ରାଣୀ ପଟ୍ଟନାୟକ, ଜାତୀୟ ସମର ଶିକ୍ଷାର୍ଥୀ ବାହିନିର ଲେଫ୍ଟନାଣ୍ଟ ବିନତା କୁମାରୀ ଦାସ ପ୍ରଭୃତି ସଂଯୋଜନା କରିଥିଲେ।  ଛାତ୍ର ଓ ଛାତ୍ରୀମାନଙ୍କ ମଧ୍ୟରେ ଆକାଶ କୁମାର ସ୍ବାଇଁ , ବିକାଶ କୁମାର ସ୍ବାଇଁ, ସମ୍ପଦ ଦାସ, ସରୋଜ କୁମାର ସାହୁ, ତୁଷାର ପ୍ରଧାନ, ସଦାଶିବ ସାବତ, ସୌମ୍ୟା ନାହାକ , ଦାମିନି ମହାରଣା, ଟୁଲୁ ନାୟକ , ଧରଣୀଧର ବେହେରା, ଆକାଶ ବଢ଼ି, ଅରୁଣ କୁମାର ସ୍ବାଇଁ, ରୋହିତ ପ୍ରଧାନ ଓ ଭଗବାନ ମାହୁନ୍ତ ପ୍ରଭୃତି ରକ୍ତଦାନ କରିଥିଲେ। ଏହି ଶିବିରରେ ୧୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ପ୍ରାଧ୍ୟାପକ ରୁଦ୍ର ପ୍ରାସାଦ ଗୌଡ଼, ଡକ୍ଟର ମନୋଜ କୁମାର ସାହୁ, ଉଷା ରଞ୍ଜନ ଦାସ,ଅଧ୍ୟାପକ ଡକ୍ଟର ବିରେଞ୍ଚି  ନାରାୟଣ ରଥ, ଡକ୍ଟର ହରିଶ୍ ଚନ୍ଦ୍ର ପାଇକ, ଆକାଶ କୁମାର ଜେନା,  ବିକାଶ କୁମାର ସାହୁ, ବିଭୂତି ଭୂଷଣ ସାହୁ, ଅମିତି କୁମାର ସାହୁ , ଦେବାଶିଷ ସ୍ବାଇଁ ଓ  ବସନ୍ତ କୁମାର ପାଣି ପ୍ରମୁଖ ଅଧ୍ୟାପକ, ଅଧ୍ୟାପିକା, ଷ୍ଟାଫ୍ ଓ କର୍ମଚାରୀଗଣ ଉପସ୍ଥିତ ରହି ସହଯୋଗ କରିଥଲେ।

News Comment

You Might Also Like

BACK TO TOP