Breaking News

ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||     

ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |

16-Apr-2026

ମୋଟରସାଇକେଲ ଧକ୍କାରେ ବରିଷ୍ଠ ନାଗରିକ ମୃତ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :---

ପାଟପୁର ଥାନା ଅର୍ନ୍ତଗତ ଖଲିଙ୍ଗି ଗୁଣ ସାଗର ଗ୍ରାମର ବରିଷ୍ଠ ନାଗରିକ ଭାସ୍କର ନାୟକ ଚା ପିଇବା ପାଇଁ ନିକଟସ୍ଥ ଦୋକାନକୁ ଯାଉଥିବା ବେଳେ ଏକ ମୋଟରସାଇକେଲ ଧକ୍କା ଦେଇ ଚାଲିଯାଇଥିଲା। ଉପସ୍ଥିତ ଲୋକେ ଗୁରୁତର ଭାସ୍କର କୁ ଚିକିତ୍ସା ପାଇଁ ଆଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ଓ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମାତ୍ର ୮ ଦିନ ପୁର୍ବରୁ ତାଙ୍କର ପତ୍ନୀଙ୍କ ମୃତ୍ୟୁ ଘଟିଥିଲା ବେଳେ ବର୍ତ୍ତମାନ ଏହି ଭଳି ପରିସ୍ଥିତିରେ ଗାଁ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP