Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |

17-Apr-2026

,ବିଜୁବାବୁ ଥିଲେ ଜଣେ ମହାନ ଜନନାୟକ ଓ କଳିଙ୍ଗ ତଥା ଆମ ଓଡିଶାର ଗର୍ବ ଓ ଗୌରବ-‐ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ

 ଓଡିଶା ଜନ ମତ, ବୁଗୁଡ଼ା:୧୭/୪,କୁମୁଦ ଚନ୍ଦ୍ର ବେହେରା:---

ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁଗୁଡ଼ାରେ ବିଜେଡି ପକ୍ଷରୁ ଶୁକ୍ରବାର ଦିନ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ତଥା ଶ୍ରାଦ୍ଧ ଦିବସ   ପାଳିତ  ହୋଇଯାଇଛି । ଉକ୍ତ  କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ  ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ବିଜୁବାବୁ ଥିଲେ ଜଣେ ଅଦ୍ବିତୀୟ ନେତା ଓ କଳିଙ୍ଗ ତଥା ଆମ ଓଡିଶାର ଗର୍ବ ଓ ଗୌରବ ବୋଲି କହିଥିଲେ।ସମସ୍ତ ଦଳିୟ କର୍ମକର୍ତ୍ତାଗଣ ଓ କର୍ମୀ ମାନେ ମଧ୍ଯ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳୀ ପ୍ରଦାନ କରିଥିଲେ।ତାପରେ ପୂର୍ବତନ ମନ୍ତ୍ରୀ ତାଙ୍କର ଦଳିୟ କର୍ମୀ ମାନଙ୍କ ସହ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ଏହି କାର୍ଯ୍ୟକ୍ରମରେ  ବୁଗୁଡ଼ା  ବ୍ଳକ ବିଜେଡି ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କାର୍ଯ୍ୟକାରୀ ସଭାପତି କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ଚନ୍ଦ୍ର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ,ନଗର ବିଜେଡି ସଭାପତି କେ.ତ୍ରିଲୋଚନ ଦୋରା, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ,ମନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ବରୁଣସେନାପତି,କାହ୍ନୁଚରଣ ଭୁୟାଁ, 
ଅମରେନ୍ଦ୍ର ସେନାପତି,ଚିତ୍ରସେନ ନାୟକ, ନାରାୟଣ ସାହୁ,ଭାଗ୍ଯଲତା ରାଉତ, ବିଜେଡ଼ି ସମର୍ଥିତ ଜନ ପ୍ରତିନିଧିଙ୍କ ସମେତ ବହୁ ବିଜେଡି କର୍ମୀ ଓ ବିଜୁ ପ୍ରେମୀ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP