Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |

17-Apr-2026

ପୋଲସରାରେ ଝଡ଼ର ଇଗଲ ବିଜୁ ବାବୁଙ୍କୁ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା. ୧୭/୦୪/୨୦୨୬: -

 ଆଜି ସମଗ୍ର ରାଜ୍ୟରେ ପ୍ରବାଦ ପୁରୁଷ ଏଵଂ ଝଡ଼ର ଇଗଲ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକ ପାଳନ କରାଯାଉଥିବା ବେଳେ ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ଠାରେ ମଧ୍ୟ ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ସ୍ଥାନୀୟ ବସଷ୍ଟାଣ୍ଡ ସ୍ଥିତ ବିଜୁ ବାବୁଙ୍କ  ପ୍ରତିମୂର୍ତ୍ତିରେ ଭକ୍ତିପୁତ ଭାବେ ପୁଷ୍ପ ମାଲ୍ୟାର୍ପଣ କରିଥିବା ବେଳେ   ଉପସ୍ଥିତ ବିଜେଡ଼ିର କର୍ମକର୍ତ୍ତା ଏବଂ ଦଳୀୟ କର୍ମୀମାନେ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ଚିକିତ୍ସିତ ରୋଗୀମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହିତ ବିଧାୟକ ମହୋଦୟ  ଫଳ, ବିସ୍କୁଟ, ପାଉଁରୁଟି ଆଦି ଖାଦ୍ୟ ପଦାର୍ଥ ରୋଗୀମାନଙ୍କୁ ଦେଇଥିଲେ। ଏଥିରେ ଜିଲ୍ଲା ପରିଷଦ ଅଶୋକ କୁମାର ବିଷୋୟୀ, ଉପନଗରପାଳ  ସନ୍ତୋଷ କୁମାର କେହେରା, ବିଜେଡି ନଗର ସଭାପତି ଗୋପାଳ ସାହାଣୀ ଓ ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ସମେତ କିଛି କାଉନସିଲର ଏବଂ ସରପଞ୍ଚ ପ୍ରମୁଖ  ଯୋଗ ଦେଇଥିବାର ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP