Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |

18-Apr-2026

ଇତିହାସ ବିଭାଗର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା: କିଛି ସ୍ମୃତି କଲେଜ ପାଇଁ ଇତିହାସ ହୋଇ ରହିଯାଏ  

ଓଡିଶା ଜନମତ,ବାଲିଗୁଡା, ତା, ୧୭/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ:---

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏ,ଏମ,ସି,ଏସ ମହାବିଦ୍ୟାଳୟ ପରିସରରେ ଇତିହାସ ବିଭାଗର ସ୍ନାତକ ଓ ସ୍ନାତକୋତ୍ତର ଶେଷ ବର୍ଷର ଛାତ୍ରଛାତ୍ରୀ ଙ୍କୁ ବିଭାଗ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି l ଏଥିରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ବିଷ୍ଣୁ ପ୍ରସାଦ ରଥ ଉପସ୍ଥିତ ରହି " କିଛି ଛାତ୍ର ଛାତ୍ରୀ ଙ୍କ ସ୍ମୃତି ଆମ ବିଭାଗରେ ସ୍ମୃତି ହୋଇ ରହିଯାଇଛି " ବୋଲି ନିଜ ବକ୍ତବ୍ୟ ରେ ପ୍ରକାଶ କରିଥିଲେ  l ଅଧ୍ୟାପକ ବନମାଳୀ ବେହେରା, ଅମୂଲ୍ୟ କୁମାର ସାବତ, ସନ୍ତୋଷ କୁମାର ରଥ ବିଭାଗର ଅଧ୍ୟାପକ ଅଭୟ ପ୍ରଧାନ, ରାହୁଳ ଦିଗାଲ, ଅଧ୍ୟାପିକା ଶ୍ରାବଣୀ ପ୍ରଧାନ, ସନ୍ଧ୍ୟାରାଣୀ କହଁର କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ l ଅଧ୍ୟାପକ ରତନ ଦିଗାଲ, ଆକାଶ ଶତପଥୀ, ଭଞ୍ଜ କିଶୋର ସାହୁ, ମନୋଜ ମହାରଣା,ରିଲୁ ପ୍ରଧାନ, ରବିନାରାୟଣ ପାଣିଗ୍ରାହୀ, ସୌରଭ ତ୍ରିପାଠୀ, ଅଧ୍ୟାପିକା ସଂଘମିତ୍ରା ଦାସ, ଅଙ୍କିତା ପ୍ରିୟ ଦର୍ଶିନୀ, ମୀରାମ୍ବିକା, ରଶ୍ମିତା ଦେହୁରୀ ପ୍ରମୁଖ ଯୋଗ ଦେଇଥିଲେ l ଛାତ୍ର ଛାତ୍ରୀ ମାନେ  ବିତେଇଥିବା ଦୁଇ, ତିନି ବର୍ଷର ସ୍ମୃତିକୁ ସମସ୍ତ ଙ୍କ ଆଗରେ ଉପସ୍ଥାପନ କରିଥିଲେ l ପିଜି ଛାତ୍ର ଚନ୍ଦନ ଦିଗାଲ, ଶୁଚିସ୍ମିତା ପାଣିଗ୍ରାହୀ, ଜୋତିମା କହଁର, ସୋହାନି ପ୍ରଧାନ, ଜସ୍ମିନୀ ପ୍ରଧାନ,ସୁଧୀର ହୋତା, ସୁଲଭ ପ୍ରଧାନ, ଧନଜୟ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଛାତ୍ର ଶ୍ରୀରାମ ପ୍ରଧାନ ମଞ୍ଚ ସଂଚାଳନ କରିଥିବା ବେଳେ ଛାତ୍ର ସିଦ୍ଧାନ୍ତ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP