Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |

19-Apr-2026

ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ

ଓଡିଶା ଜନମତ,ବାଲିଗୁଡା, ତା, 19/04

ସଞ୍ଜୟ କୁମାର ପାଣିଗ୍ରାହୀ:  ---

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦ ଦିନ ହେବ ଗୋଟିଏ ପରେ ଗୋଟିଏ ଜଙ୍ଗଲ ଘୁରି ବୁଲୁଥିଲେ। ହାତୀପଲରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ଅବସ୍ଥାରେ ବୁଲୁଥିବା ବନବିଭାଗ କର୍ମଚାରୀ ଦେଖିବାକୁ ପାଇଥିଲେ। ହାତୀ ଅସୁସ୍ଥ ସମ୍ପର୍କରେ ବାଲିଗୁଡ଼ା ଡିଏଫଓ ଘନଶ୍ୟାମ ମହନ୍ତକୁ ଖବର ଦେବା ପରେ ଘଟଣାସ୍ଥଳରେ ଡିଏଫଓ, ଏସିଏଫ୍ ପହଞ୍ଚି ପ୍ରାଣୀ ଚିକିତ୍ସାଳୟର ଡାକ୍ତର ମାନଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ କରିଥିଲେ | କିନ୍ତୁ ଚିକିତ୍ସା ସତ୍ତ୍ବେ ହାତୀଟି ଆଖି ବୁଜି ଦେଇଥିଲା। ସନ୍ଧ୍ୟା ହୋଇ ଯାଇଥିବାରୁ ହାତୀର ଶବ ବ୍ୟବଚ୍ଛେଦ କରାଇ ଯାଇନଥିବା ଜଣାପଡିଛି। ତେବେ ବେଲଘର ରେଞ୍ଜରେ ଗତ ୪ମାସ ଭିତରେ ୩ଟି ହାତୀ ମରିଥିବା ବେଳେ ଏହାକୁ ନେଇ ପରିବେଶବିତଙ୍କ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । ବେଲଘର ରେଞ୍ଜରେ ଗତ ୨୦୨୫ ଡିସେମ୍ବର ୧୨ରେ ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ ଜାନୁଆରି ୫ରେ ଆଉ ଏକ ହାତୀର ମୃତ୍ୟୁ ହୋଇଥିଲା। ହାତୀମୃତ୍ୟୁ ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାହିଁକି ନା ହାତୀ ମୃତ୍ୟୁ ଘଟଣାକୁ ଲୁଚାଇବାକୁ ସେତେବେଳେ ଖୋଦ୍ ବନ କର୍ମଚାରୀ ସାମିଲ ହୋଇଥିଲେ । ଏହି ଘଟଣାରେ ସେତେବେଳେ ଜଣେ ରେଞ୍ଜର ଓ ଏସିଏଫ୍ ନିଲମ୍ବିତ ହୋଇଥିଲେ । ପୁଣି ଆଜି ଏକ ହାତୀ ମୃତ୍ୟୁ ହୋଇଥିବା ବେଳେ କେଉଁ କାରଣରୁ ହାତୀଟି ମଲା ସେ ନେଇ ବନ ବିଭାଗ ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ। କିନ୍ତୁ ହାତୀଟି ଗୋଠଛଡା ହୋଇ ଶିମିଳିପଦର, ମୁଣ୍ଡୁଟି ଓ ଦେଶୁଘାଟି ରାସ୍ତାକଡ଼ ଜଙ୍ଗଲରେ ବୁଲି ନପାରି ପଡ଼ି ରହୁଥିଲା ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଠିକ ଭାବେ ଚିକିତ୍ସା କରାଯାଇ ପାରି ନଥିବାରୁ ହାତୀଟି ହୁଏତ ପ୍ରାଣ ହରାଇଛି ବୋଲି ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ସୁରକ୍ଷା ଦିଗରେ ଠିକ ପଦେକ୍ଷପ ନିଆଯାଉ ନଥିବାରୁ ୪ ମାସରେ ଏହି ରେଞ୍ଜରେ ତିନିଟି ହାତୀ ମରିବା ସବୁଠୁ ଉଦ୍‌ବେଗର ବିଷୟ ବୋଲି ସ୍ଥାନୀୟ ପରିବେଶବିତ କୌଶିକ ସାହୁ କହିଛନ୍ତି ।

News Comment

You Might Also Like

BACK TO TOP