Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |

19-Apr-2026

ଦୁଇ ପଡ଼ୋଶୀ ଗଣ୍ଡଗୋଳ ରେ ବଳି ପଡ଼ିଲେ ଯୁବକ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ରେଡିକା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଲିଙ୍ଗରାଜ ରେଡ଼ି ଓ ଭଗବାନ ରେଡ଼ି ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାରିବାରିକ ଗଣ୍ଡଗୋଳ ଘଟି ଲିଙ୍ଗରାଜ ରେଡ଼ି ଓ ତା ସ୍ତ୍ରୀ ର ଛୁରୀ ମାଡ଼ରେ ଭଗବାନ ରେଡ଼ି ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଉଭୟ ପରିବାର ମଧ୍ୟରେ ସାମାନ୍ୟ କଥାକୁ ନେଇ କିଛି ଦିନ ହେଲା ପାଟି ତୁଣ୍ଡ ହୋଇଥିଲା। କିନ୍ତୁ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଉଗ୍ରରୂପ ଧାରଣ କରି ଲିଙ୍ଗରାଜ ରେଡ଼ି ଧାରୁଆ ଅସ୍ତ୍ରରେ ଭଗବାନ କୁ ଆକ୍ରମଣ କରିଥିଲା। ଯାହା ଫଳରେ ଭଗବାନକୁ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେ ମୃତ୍ୟୁବରଣ କରିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲିଙ୍ଗରାଜ ଓ ତା ସ୍ତ୍ରୀ କୁ ଥାନା ରେ ରଖି ପଚରାଉଚରା କରୁଛନ୍ତି ଓ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP