Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

"କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

21-Apr-2026

*କଟିବ୍ୟଥା ସଚେତନl ଓ ସ୍ଵାସ୍ଥ୍ୟ ଶିବିର *

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ହରିହର ନଗରସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ କଟିବ୍ୟଥା ନିରାକରଣ  ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଗରିଷ୍ଠ, ଅହିତକର ଆହାର ବିହାରରୁ ଆମ ସଞ୍ଚୟ, ଉଚ୍ଚ ସ୍ଥାନରୁ ପଡିଯିବା, ଭାରି ଜିନିଷ ଉଠାଇବା, ବୃକକ ରୋଗ, କୋଷ୍ଟବଦ୍ଧ ଦ୍ଵାରା କଟିବ୍ୟଥା ହୁଏ।ଅଜୀର୍ଣ୍ଣ କାରକ ଖାଦ୍ୟ ଛାଡି ଶୁଣ୍ଠିଚୂର୍ଣ୍ଣ,ସୈନ୍ଧବ ଗରମ ଜଳ ସହ, କୋଷ୍ଠବଦ୍ଧରେ ତ୍ରିଫଳା ଚୂର୍ଣ୍ଣ, ଖାଇଲେ ଭଲ ହୋଇଯାଏ ।କଟିରେ ଉଷୁମ ସୈନ୍ଧବ ତେଲ ଅଭ୍ୟଙ୍ଗ କରିବେ।କିନ୍ତୁ ଆଘାତ ଓ ପରିସ୍ରା ଜନ୍ୟରେ ଡାକ୍ତରଙ୍କ ପରାମର୍ଶ କରିବେ।
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ । ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡ଼l. ନକୁଳ ସାହୁ ଅନୁରୋଧ କରିଛନ୍ତି, ଫୋନ 9861450612,

News Comment

You Might Also Like

BACK TO TOP