Breaking News

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||     

କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |

21-Apr-2026

କଞ୍ଚଣା ଛକ ନିକଟରେ ସ୍କୁଟି କାର୍ ଧକ୍କା, ଜଣେ ଯୁବକ ଗୁରୁତର

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ:--

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଞ୍ଚଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଯୁବକ ଜଣକ ହେଉଛନ୍ତି ବେଗୁନିଆପଡ଼ାର ଲିଂଗରାଜ ପ୍ରଧାନ ଓରଫ କାଳିଆ ପ୍ରଧାନ।ଆଜି ଅପରାହ୍ନରେ କଞ୍ଚଣା ଛକ ଓ ବେଗୁନିଆପଡ଼ା ଅଭିମୁଖେ ଯିବା ରାସ୍ତାର ବିଜୟ ଢାବା ନିକଟରେ ଘଟିଛି ଦୁର୍ଘଟଣା ।ଦୁର୍ଘଟଣାରେ କାର୍ ଓ ସ୍କୁଟି ଟି ଭାଗିଂ ଯାଇଥିବା ବେଳେ ସ୍କୁଟି ଚାଳକ ଲିଂଗରାଜ ଓରଫ୍ କାଳିଆ ପ୍ରଧାନ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଲିଂଗରାଜ କଂ ଅବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି। କାର୍ ଚାଳକ ଜଣକ ଫୁଲବାଣୀ ଅଞ୍ଚଳର ହୋଇଥିବା ବେଳେ କେ ମର୍ଦରାଜପୁର କୁ ସଂପର୍କୀୟ ଘରକୁ ଆସିଥିଲେ।

News Comment

You Might Also Like

BACK TO TOP