Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |

21-Apr-2026

*ସମାଜ ପାଇଁ ଉଦାହରଣ ଦିବ୍ୟାଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ* 

     ଓଡିଶା  ଜନ ମତ ବ୍ୟୁରୋ,

ଗଞ୍ଜାମ ବ୍ଲକ୍ ତାରିଣୀପଲୀ ଗ୍ରାମର ଦିବ୍ୟାଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ ୧୯ ଥର ରକ୍ତଦାନ କରି ସମାଜରେ ପ୍ରେରଣାର ପ୍ରତୀକ ପାଲଟିଛନ୍ତି। ନିଜ ଶାରୀରିକ ସମସ୍ୟାକୁ ପଛକୁ ରଖି ସେ ନିରନ୍ତର ଭାବେ ମାନବସେବାରେ ନିଜକୁ ନିୟୋଜିତ କରିଆସୁଛନ୍ତି।
ନିକଟରେ ଜଣେ ଗୁରୁତର ରୋଗୀ ବ୍ରହ୍ମପୁର ବଡ଼ ମେଡିକାଲରେ ଜୀବନ ସହ ସଂଘର୍ଷ କରୁଥିବା ବେଳେ ରକ୍ତର ତୁରନ୍ତ ଆବଶ୍ୟକତା ପଡ଼ିଥିଲା। ଖବର ପାଇ ରବୀନ୍ଦ୍ର ସେଠୀ ବିଳମ୍ବ ନକରି ରକ୍ତଭଣ୍ଡାର କେନ୍ଦ୍ରକୁ ପହଞ୍ଚି ରକ୍ତଦାନ କରି ଆଉ ଏକ ମାନବିକତାର ଉଦାହରଣ ସୃଷ୍ଟି କରିଥିଲେ।
ଯେଉଁଠାରେ ଜଣେ ସକ୍ଷମ ବ୍ୟକ୍ତି ମଧ୍ୟ ଏହି ପ୍ରବଳ ଖରାରେ ବ୍ରହ୍ମପୁର ରକ୍ତଭଣ୍ଡାରକୁ ଯିବା ପାଇଁ ଆଗପଛ ହୁଅନ୍ତି, ସେଠି ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ରବୀନ୍ଦ୍ର କେବେ ପଛକୁହଟନ୍ତି ନାହିଁ। ଆବଶ୍ୟକ ପଡ଼ିଲେ ସେ ସଦା ସମୟରେ ରକ୍ତଦାନ ପାଇଁ ଆଗକୁ ଆସୁଥିବାରୁ ସମସ୍ତଙ୍କ ମନରେ ସେ ଅଲଗା ସ୍ଥାନ ସୃଷ୍ଟି କରିଛନ୍ତି।
ରବୀନ୍ଦ୍ର ସେଠୀ ବର୍ତ୍ତମାନ ସେ ବଡଚକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ଶିକ୍ଷକତା ସହ ସମାଜସେବାକୁ ସମାନ ଗୁରୁତ୍ୱ ଦେଇ ସେ ଅନେକଙ୍କ ପାଇଁ ପ୍ରେରଣା ହୋଇଉଠିଛନ୍ତି।
ପରିବାରରେ ବାପା, ମା, ସ୍ତ୍ରୀ, ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ତାଙ୍କର ଏହି ସେବାମୂଳକ କାର୍ଯ୍ୟ ପାଇଁ ଅଞ୍ଚଳବାସୀମାନେ ଗର୍ବ ଅନୁଭବ କରୁଥିବା ସହ ଆଗାମୀ ଦିନରେ ମଧ୍ୟ ସେ ଏଭଳି ସମାଜସେବା ଜାରି ରଖିବେ ବୋଲି ଆଶା ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP