Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||

21-Apr-2026

ଏଡ଼ସ ସଚେତନତା କାର୍ଯ୍ୟକ୍ରମ, 

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ :--

ଅଦ୍ୟ ତା. 21-04-2026 ରିଖ ସୋମବାର ଦିବା 10ଘ 30 ମି ସମୟରେ କୋଦଳା ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ସପନ କୁମାର ଦାଶଙ୍କ ସଭାପତିତ୍ୱରେ ଏବଂ ଯୁବ ରେଡ କ୍ରସ ପରାମର୍ଶଦାତା ଶ୍ରୀ ରତ୍ନାକର ପ୍ରଧାନଙ୍କ ତତ୍ତ୍ୱାବଧାନରେ ରେଡ ରିବନ କ୍ଲବ ତରଫରୁ ଏକ ଏଚ୍‌ଆଇଭି/ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
କାର୍ଯ୍ୟକ୍ରମରେ ରେଡ ରିବନ କ୍ଲବର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସହିତ ଏଚ୍‌ଆଇଭି/ଏଡ଼ସର କାରଣ, ସଂକ୍ରମଣ ପ୍ରକ୍ରିୟା ଓ ପ୍ରତିରୋଧ ଉପାୟ ବିଷୟରେ ସଚେତନତା ଦିଆଯାଇଥିଲା।
ପରେ ଅନ୍ୟାନ୍ୟ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ସ୍ୱେଚ୍ଛାସେବୀ ଏବଂ ଛାତ୍ରଛାତ୍ରୀଙ୍କ ଯୋଗଦାନରେ ନିକଟସ୍ଥ କାକୁଡ଼ିଆପଡା ଗ୍ରାମରେ ଏକ ସଚେତନତା ରାଲି  କରାଯାଇଥିଲା।

News Comment

You Might Also Like

BACK TO TOP