Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |

22-Apr-2026

ପରୋପକାରୀ ବ୍ୟକ୍ତିଙ୍କ ପରଲୋକ  |

        ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର ରୁକ୍ମଣୀ ନଗର  ବାସିନ୍ଦା ମନୋରଞ୍ଜନ ପାଢ଼ୀଙ୍କର ପିତା ରିଟାଏଡ଼ ସରକାରୀ କର୍ମଚାରୀ  ବୁଦ୍ଧିମନ୍ତ ପାଢ଼ୀ ଙ୍କ 83  ବର୍ଷ ରେ ଦେହାନ୍ତ ହୋଇଯାଇଛି |ସେ ଫୁଲ ବାଣୀ କଲେକ୍ଟର ଅଫିସ ରେ  ମୁଖ୍ୟ କିରାଣୀ ରୂପେ କାମ କରି ଅବସର ନେଇଥିଲେ | ସେଜଣେ ସହୃଦୟ, ଓ ପରୋପକାରୀ, ନିଷ୍କପଟ, ବିଶ୍ୱାସୀ , ବ୍ୟକ୍ତି ଥିଲେ | ଚାକିରି କାଳ ସମୟରେ ମଧ୍ୟ ସବୁ  ଅଫିସର ଙ୍କ ଠାରୁ ଆରମ୍ଭ କରି କର୍ମଚାରୀ ମାନଙ୍କ ସହିତ ତାଙ୍କର ବହୁତ ଭଲ ସମ୍ପର୍କ ରହିଥିଲା |  ଆଜି ତାଙ୍କର ମୃତ୍ୟୁ  ହୋଇଛି | ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ବୋହୁ, ସ୍ତ୍ରୀ, ଝିଅ,ଜୋଇଁ, , ନାତି, ନାତୁଣୀ, ବନ୍ଧୁ, ବର୍ଗ, ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ | ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ପରେ ସମସ୍ତେ ତାଙ୍କ ବାସ ଭବନ ରେ ପହଞ୍ଚି   ଶେଷ ଦର୍ଶନ କରିଥିଲେ | ସମସ୍ତେ ତାଙ୍କର ଅମର ଆତ୍ମାର ସଦଗତି  ପ୍ରାପ୍ତି ପାଈଁ ଠାକୁର ଙ୍କ ପାଖେ ପାର୍ଥନା କରି ଥିଲେ |

News Comment

You Might Also Like

BACK TO TOP