Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |

23-Apr-2026

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ,ଉଭୟ ପକ୍ଷରୁ ୪ ଗିରଫ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:--

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବେଲଗୁଣ୍ଠା ଥାନା ଅନ୍ତର୍ଗତ କେବିରିପଲ୍ଲୀ ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ପୋଲିସ ଉଭୟ ପକ୍ଷରୁ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ପୋଲିସ ସୂଚନା ଅନୁଯାୟୀ, ଗତ ୨୧ ଓ ୨୨ ତାରିଖ ମଧ୍ୟରାତ୍ରିରେ କେବିରିପଲ୍ଲୀ ଗ୍ରାମର ଦୁଇ ପରିବାର ମଧ୍ୟରେ କୌଣସି କାରଣକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଏହା ଉଗ୍ର ରୂପ ନେବା ସହ ମାରପିଟ୍ ପର୍ଯ୍ୟନ୍ତ ଯାଇଥିଲା। ଦୀର୍ଘ ୮ ବର୍ଷର ପୁରୁଣା ଶତ୍ରୁତା ଯୋଗୁଁ ଏହି ହିଂସାକାଣ୍ଡ ଘଟିଥିବା ଜଣାପଡ଼ିଛି।ଗ୍ରାମର ଦିଲୀପ କୁମାର ବିଷୋୟୀଙ୍କ ଅଭିଯୋଗ କ୍ରମେ ବେଲଗୁଣ୍ଠା ଥାନା ମାମଲା ନଂ ୧୯୦/୨୬ ରୁଜୁ ହୋଇଛି। କାର୍ତ୍ତିକ ପରିଡ଼ା ଓ ତାଙ୍କ ଭାଇ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି। ଅପରପକ୍ଷରୁ କାର୍ତ୍ତିକ ପରିଡ଼ା କାତିରେ ଆକ୍ରମଣ ହୋଇଥିବା ନେଇ ପାଲଟା ଅଭିଯୋଗ କରିବା ପରେ ପୋଲିସ ମାମଲା ନଂ ୧୯୧/୨୬ ରୁଜୁ କରିଛନ୍ତି ।ଉଭୟଙ୍କ ଅଭିଯୋଗ ଆଧାରରେ ଆଜି ବେଲଗୁଣ୍ଠା ପୋଲିସ ଏହି ଘଟଣାରେ କାର୍ତ୍ତିକ ପରିଡ଼ା ,ଶୁକ୍ରୁ ପରିଡ଼ା,ବାଳକୃଷ୍ଣ ସ୍ୱାଇଁ ,ଦିଲୀପ କୁମାର ସ୍ୱାଇଁ ଙ୍କୁ ଗିରଫ କରିଛନ୍ତି।ଗିରଫ ହେବା ପରେ ସମସ୍ତ ଅଭିଯୁକ୍ତଙ୍କୁ ଭଞ୍ଜନଗର ଏସ୍ ଡି ଜେ ଏମ୍ କୋର୍ଟକୁ ଚାଲାଣ କରାଯାଇଛି।

News Comment

You Might Also Like

BACK TO TOP