Breaking News

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||     

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |

23-Apr-2026

ଅପହରଣ ପ୍ଲଟ୍ ବ୍ୟବସାୟୀ ଙ୍କୁ ହତ୍ୟା ଅଭିଯୁକ୍ତ ଗିରଫ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:--

ଗତ ଏକ ସପ୍ତାହ ତଳେ ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ଙ୍କୁ ବନ୍ଧୁକ ଦେଖାଇ ଅପହରଣ କରିଥିବା ଗୋପାଳପୁର ଥାନା ରେ ଅଭିଯୋଗ ହୋଇଥିଲା ଓ ଅଭିଯୋଗ କୁ ଭିତ୍ତି କରି ପୋଲିସ ତନାଘନା ଚଳାଇ ମଧ୍ୟ ସୁଧୀର ର ଟେର୍ ପାଇନଥିଲେ। ଶେଷରେ ସୁଧୀର ମୃତ ଶରୀରକୁ ସୋରଡ଼ା ଥାନା ଅର୍ନ୍ତଗତ ଘଞ୍ଚ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏହା ମଧ୍ୟରେ ଏହି ଘଟଣା ପାରିବାରିକ ଓ ଜମି ବାଡ଼ି ବିବାଦକୁ ନେଇ ହୋଇଥିବା ଜଣାପଡିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ନିଜ ଝିଆରୀ ନିବେଦିତା ପାତ୍ର ବୋଲି ଜଣାପଡ଼ିବା ପରେ ପୋଲିସ ଅଧିକ ତଦନ୍ତ ଚଳାଇ ତାର ପ୍ରେମିକ ଓ ଅନ୍ୟ କିଛି ଯୁବକ ମିଶି ଏହି ଭଳି ଅଘଟଣ ଘଟାଇଥିବା ଖବର ପଦାକୁ ଆସିଛି। ଆଜି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ବ୍ରହ୍ମପୁର ଆଇଜି ନିତିନ ଶେଖର ଙ୍କ ତତ୍ବାବଧାନରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରକାଶ ପାଇଛି।ଆୟୋଜିତ କାର୍ଯ୍ୟକ୍ରମର ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର, ବ୍ରହ୍ମପୁର ଅତିରିକ୍ତ ଏସପି ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP