Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ

24-Apr-2026

ପୁରୁଷୋତ୍ତମପୁର ବ୍ଲକରେ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ପାଳନ,

    ଓଡ଼ିଶା ଜନମତ ବ୍ୟୁରୋ ,

ପୁରୁଷୋତ୍ତମପୁର ବ୍ଲକ ପରିସରରେ ଆଜି ଜାତୀୟ ପଞ୍ଚାୟତି ରାଜ ଦିବସ ୨୦୨୬ ଅତି ଧୁମଧାମରେ ପାଳିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ପାତ୍ର ସଂଯୋଜନା ରେ ଏବଂବ୍ଲକ ଅଧକ୍ଷା ପିଙ୍କି ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଈ ଯାଇଛି |ଅନ୍ୟ  ସମ୍ମାନିତ ଅତିଥି ମାନଙ୍କମଧ୍ୟରେଅତିରିକ୍ତ ବିଡ଼ିଓ ଜ୍ୟୋତିର୍ମୟୀ  ନାୟକ, 36ନଂ ଜିଲ୍ଲା ପରିଷଦ ସଦସ୍ୟ ଭଜମନବେହେରା, 37ନଂ ଜିଲ୍ଲାପରିଷଦ ସଦସ୍ୟ ରଞ୍ଜିତ କୁମାର ବେହେରା ଏବଂ ଖଲ୍ଲିକୋଟ ବିଧାୟକ ପ୍ରତିନିଧି କୋରାନଥ ସ୍ୱାଇଁଯୋଗଦେଇ ପ୍ରଦିପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।  ମଞ୍ଚାସିନ ଅତିଥି ମାନଙ୍କୁ ଏମ୍ବିକେ ମହିଳା ମାନେ ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଈ ସ୍ୱାଗତ କରିଥିଲେ | ଏହାସହ ଉପସ୍ଥିତ ସରପଞ୍ଚ, ସମିତି ସଭ୍ୟ, ସାମ୍ବାଦିକ ଙ୍କୁ ଉପଢୌକନ ଦେଈ ସ୍ୱାଗତ କରିଥିଲେ  | ଏହି ଅବସର ରେ ରାଜ୍ୟ ସରକାରଙ୍କ ପଞ୍ଚାୟତ ରାଜ ଦିବସ ର କାର୍ଯ୍ୟ କାରିତା ଉପରେ ଅତିରିକ୍ତ ବିଡ଼ିଓ ମତ ଦେଇଥିଲେ  | ଜିଲ୍ଲା ପରିଷଦ ଓ ବିଧାୟକ ଙ୍କ ପ୍ରତିନିଧି ମଧ୍ୟ ଅନୁରୂପ ମନ୍ତବ୍ୟ ଏହି ପଞ୍ଚାୟତ ଦିବସ ଉପରେ ଦେବା ସହ ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଅବଗତ କରାଇଥିଲେ | ଏହା ସହ କିଛି ଯୋଗ୍ୟ ହିତାଧିକାରୀଙ୍କୁଉପସ୍ଥିତ ଅତିଥି ମାନେ ଅନ୍ତୋଦୟ ଗୃହ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ କରିବା ସହିତ , କିଛି ବ୍ୟକ୍ତିଙ୍କୁ ଶ୍ରମିକକାର୍ଡଅତିଥିମାନେପ୍ରଦାନ 

 କରିଥିଲେ | ଏହି କାର୍ଯ୍ୟକ୍ରମ ରେ  ସମସ୍ତ ପଞ୍ଚାୟତରସରପଞ୍ଚ,

ସମିତିସଭ୍ୟା.ଏମ୍ବିକେ,ସିଆରପି,ଓ ବ୍ଳକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ। ଏହି  କାର୍ଯ୍ୟକ୍ରମ ଜିପିଓ ରାଜେନ୍ଦ୍ର ପ୍ରସାଦ ଗୁରୁଙ୍କ ପ୍ରତକ୍ଷ ତତ୍ୱା ବଧାନ ରେ ଅନୁଷ୍ଠିତ ହୋଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜିପିଓ ଦାଇତ୍ୱ ରେ ଥିବାମୀନକେତନବେହେରା, ଗୃହଆବଣ୍ଟନ  ବ୍ଳକମୁଖ୍ୟଶ୍ରୀକାନ୍ତ ଦଳବେହେରା, ସମସ୍ତ ପିଇଓ, ବିପିସି ସାଇଦତ୍ତ ବେହେରା, ବିପିଏମ ମିନେନ୍ଦ୍ର ଦଳେଇ, ଉପସ୍ଥିତ ରହି ସହଯୋଗ କରି

ଥିଲେ | ଏହି ପଞ୍ଚାୟତ ଦିବସ ର କାର୍ଯ୍ୟକ୍ରମ କୁ ନୀଳମାଧବ ରଥ ସୁଚାରୁରୂପେସମ୍ପାଦନାକରି  ଥିଲେ   |

News Comment

You Might Also Like

BACK TO TOP