Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |

28-Apr-2026

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ଓଡିଶା ଜନମତ,ବାଲିଗୁଡା, ତା, ୨୮/୦୪: 

ସଞ୍ଜୟ କୁମାର ପାଣିଗ୍ରାହୀ: ---

କନ୍ଧମାଳ-ଗଞ୍ଜାମ-ଗଜପତି ଜିଲ୍ଲା ସୀମାନ୍ତ ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀ ପଲ ବୁଲୁଥିବା ଖବର ଅଞ୍ଚଳ ରେ ଭୟ ସୃଷ୍ଟି କରିଛି | ତେବେ କେତେ ଗୋଟି ହାତୀ ଆସିଛନ୍ତି, କେଉଁ ଠାରୁ ଆସିଛନ୍ତି, କେଉଁ ଦିଗକୁ ମୁହାଁଇ ଛନ୍ତି ତାହା ସ୍ପଷ୍ଟ ଜଣା ପଡ଼ୁ ନ ଥିବା ବେଳେ ବନ ବିଭାଗ ପକ୍ଷରୁ ହାତୀ ର ଗତିବିଧି କୁ ତନ ତନ କରି ଯାଞ୍ଚ କରୁଥିବା ଜଣା ପଡ଼ିଛି। ସୁଚନା ଅନୁଯାୟୀ ଗଞ୍ଜାମ ଗଜପତି ଓ କନ୍ଧମାଳ ସୀମାନ୍ତ ଜଙ୍ଗଲ ରେ ହାତୀ ପଲ ବୁଲୁଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ସକାଳ ପ୍ରାୟ ୬ଘଣ୍ଟା ସମୟ ରେ କାଟିଙ୍ଗିଆ ଗ୍ରାମ ପଞ୍ଚାୟତର ଗୁଡ୍ରିଗୁଡ଼ା ଗ୍ରାମର ଜଣେ ମହିଳା ପଦର କୁ ଯିବା ସମୟରେ ତିନିଗୋଟି ହାତୀ ଆସିଥିବା କହିଛନ୍ତି, ତାଙ୍କ କହିବା ଅନୁଯାୟୀ ହାତୀ ଗୁଡ଼ିକ ପଦର ରେ ଥିବା କୁଡ଼ିଆ କୁଭାଙ୍ଗି ଦେଇ ପରେ ନଦୀକୂଳ ଦେଇ ବୁରୁମୁଣ୍ଡି ପାହାଡ଼ ଅଭିମୁଖେ ଯାଇ ବୁରୁମୁଣ୍ଡି ଏବଂ ଝାରବୁଇଡ଼ା ପାହାଡ଼ ଆଡ଼େ ମୁହାଇ ଥିବା ଲକ୍ଷ୍ୟ କରାଯାଉଛି । ଖବର ପାଇ ବନାଞ୍ଚଳ ଅଧିକାରୀ ହରିହର ବେହେରାଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନେ ଉକ୍ତ ହାତୀପଲ ଅନ୍ମେଷଣ ରେ ବାହାରି ଗ୍ରାମବାସୀ ଙ୍କ ସୁଚନା ଅନୁଯାୟୀ ହାତୀ ର ଗତିବିଧି କୁ ଯାଞ୍ଚ କରୁଥିବା ବେଳେ ତାହା ଗଞ୍ଜାମ ଜିଲ୍ଲା ର ଘୁମୁସର ଡିଭିଜନ ଆଡ଼େ ଚାଲିଯାଇ ଥିବା ନେଇ ଅନୁମାନ କରାଯାଉ ଥିବା ନେଇ ବନାଞ୍ଚଳ ଅଧିକାରୀ ଶ୍ରୀ ବେହେରା ସୁଚନା ଦେଇଛନ୍ତି।

News Comment

You Might Also Like

BACK TO TOP