Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |

28-Apr-2026

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓଡିଶା ଜନମତ, ବାଲିଗୁଡା, ତା, ୨୮/୦୪: 

ସଞ୍ଜୟ କୁମାର ପାଣିଗ୍ରାହୀ:---- 

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହ ରେ  ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଓକିଲ ସଂଘ ର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର ରାଓ, ଉପସଭାପତି ରାମକୃଷ୍ଣ ଦାସ, କୋଷାଧକ୍ଷ ମାନସ ରଞ୍ଜନ ପଣ୍ଡା, ଆଇନଜୀବୀ କୌଶିକ ସାହୁ, ପଦ୍ମ ଚରଣ ପଣ୍ଡା, ସେକ ସାଦିକ, ସୁରେନ୍ଦ୍ର କୁମାର ପାତ୍ର, ସୁବ୍ରତ ପ୍ରଧାନଙ୍କ ସମେତ ସମସ୍ତ ଆଇନଜୀବୀ ଉପସ୍ଥିତ ରହି ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଫୋଟୋଚିତ୍ର ନିକଟରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ମଧୁବାବୁ ଙ୍କ ସ୍ମୃତି ଚାରଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଓଡିଶା ର ଗୌରବ ମଧୁସୂଦନ ଦାସ ଙ୍କ ଭାଷା ଭିତ୍ତିକ ଓଡିଶା ପ୍ରଦେଶ ଗଠନ ଦିଗରେ ଭୂମିକା ଓ ଅବଦାନ ନେଇ ଆଲୋକପାତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଓକିଲ ସଂଘ ର  ପ୍ରମୁଖ ଯୋଗ ଦେଇଥିଲେ l

News Comment

You Might Also Like

BACK TO TOP