Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |

28-Apr-2026

ରାଜଦୀପ ହତ୍ୟା ଘଟଣାରେ, ଆଉଜଣେ ଗିରଫ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା --୨୮/୦୪/୨୬ :---

ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ମାଳତେନ୍ତୁଳିଆ ଗ୍ରାମର ରାଜଦୀପ ସାହୁଙ୍କୁ ଅପହରଣ ପରେ ହତ୍ୟା ଘଟଣାରେ ଆଉଜଣେ ଅଭିଯୁକ୍ତ ଗିରଫ ହୋଇଛି। ଅଭିଯୁକ୍ତ ଜଣକ ହେଲେ କେଉଁଝର ଜିଲ୍ଲା ଘସିପୁର ଥାନା ଅଧିନରେ ଥିବା କେନ୍ଦୁଆ ଗ୍ରାମର ବିଶ୍ବାସ ପଟ୍ଟନାୟକ। ପୁଲିସ ତାକୁ ଆନ୍ଧ୍ର ପ୍ରଦେଶର ବିଶାଖାପାଟଣା ଠାରୁ ପ୍ରାୟ ୧୫୦ କିଲୋମିଟର ଦୂର ତୁନି ଷ୍ଟେସନ ନିକଟରୁ ଗିରଫ କରି ସୋମବାର ଦିନ କୋର୍ଟ ଚାଲାଣ କରିଛି। ସେପଟେ ଏହି ଘଟଣାରେ ୨୧୪/୨୬ ମାମଲା ରୁଜୁ ହୋଇଥିଲା ବେଳେ ତଦନ୍ତ ସୁବ୍ରତ ସାହୁକୁ ପୁଲିସ ଦୁଇ ଦିନିଆ ରିମାଣ୍ଡରେ ଆଣିଥିଲା। ସୋମବାର ରିମାଣ୍ଡ ଅବଧି ଶେଷ ହେବା ହେତୁ କୋର୍ଟ ନିୟମ ପ୍ରକାରେ ତାକୁ ପୁଣି ଜେଲ୍ ହାଜତକୁ ପଠାଇ ଦିଆଯାଇଛି। ପୁଣି ଥରେ ସୁବ୍ରତ କୁ ରିମାଣ୍ଡରେ ଆଣି ସିନ୍ ରିକ୍ରିଏସନ କରାଯିବ ବୋଲି ପୁରୁଷୋତ୍ତମ ପୁର ଏସଡିପିଓ ସୁଜିତ କୁମାର ନାୟକ ସୂଚନା ଦେଇଛନ୍ତି। ଅପରପକ୍ଷରେ ନିକଟରେ ପୋଲସରା ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଅପରାଧ ଘଟିଥିବାରୁ ପୁଲିସକୁ ଅଧିକ ତଦନ୍ତ ପାଇଁ ସୁଯୋଗ ମିଳିପାରି ନଥିଲା। ଏଣୁ ସୁବ୍ରତ କୁ ପୁଣି ରିମାଣ୍ଡରେ ଆଣି ଖୋଳତାଡ଼ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି।

News Comment

You Might Also Like

BACK TO TOP