Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |

29-Apr-2026

ଆକାଶ ଜେନା ମୃତ୍ୟୁ ଘଟଣାରେ ଆଉ ୫ ଗିରଫ, ଖଣ୍ଡା ଓ ବାଇକ୍ ଜବତ।

ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା
 ତ -- ୨୯/୦୪/୨୬ :---

ପୋଲସରା ଥାନା ଅନ୍ତର୍ଗତ ବାଲିଘାଇ ଗ୍ରାମରେ ବରଯାତ୍ରୀ ପଟୁଆରରେ ଡିଜେ ଗୀତକୁ କେନ୍ଦ୍ରକରି ପାଟିତୁଣ୍ଡରୁ ବରର ସାନ ଭାଇ ଆକାଶ ଜେନାକୁ ହତ୍ୟା କରାଯାଇଥିଲା । ଏହି ଘଟଣାରେ ସୋମବାର ଦିନ ପୋଲସରା ପୁଲିସ ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ଆଉ ୫ ଜଣଙ୍କୁ ଗିରଫ କରାଯାଇଥିବା ପୁରୁଷୋତ୍ତମ ପୁର ଏସଡିପିଓ ସୁଜିତ କୁମାର ନାୟକ ସୂଚନା ଦେଇଛନ୍ତି।ପୋଲସରାର ସୁଭମ କାଣ୍ଡି, ତୋଫାନ ନାୟକ, ତୋଫାନ ରାଉତ,ଅମର ପ୍ରଧାନ, ଧର୍ମରାଜ ସ୍ବାଇଁ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ୩ ଗୋଟି ଖଣ୍ଡା  ଓ ପଲସର ବାଇକ୍ ଜବତ ହୋଇଛି।ଗତ ଶନିବାର ଦିନ ବାଲିଘାଇ ଗ୍ରାମରେ ବଡ ଭାଇର ବାହାଘର ଭୋଜିରେ ବରଯାତ୍ରୀ ପ୍ରୋସେସର ରେ ଯାଉଥିବା ବେଳେ ଆକାଶ ଜେନା କୁ ଆକ୍ରମଣ ହୋଇଥିବା ଯାହାକି ତାଙ୍କର ରବିବାର ଦିନ ମୃତ୍ୟୁ ଘଟିଥିଲା।

News Comment

You Might Also Like

BACK TO TOP