Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |

30-Apr-2026

ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓ ବିଦାୟକାଳୀନ ସଭା ଅନୁଷ୍ଠିତ

ଓଡିଶ   ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ :---

କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ସଭାପତିତ୍ୱରେ ଶିକ୍ଷା ବିଭାଗ ତରଫରୁ " ଜାତୀୟ ଶିକ୍ଷା ନୀତି 2020 "ବିଷୟବସ୍ତୁ କୁ ନେଇ ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅନ୍ତର୍ନିହିତ  ଗୁଣାବଳୀ ବର୍ଦ୍ଧକ  ସଂଯୋଜକ  ଶ୍ରୀମାନ ସପନ କୁମାର ଦାଶ ଉପସ୍ଥିତ ଅତିଥିଙ୍କ ପରିଚୟ ପ୍ରଦାନ  କରିଥିଲେ lପାଠଚକ୍ର ର ଆଭିମୁଖ୍ୟ ସମ୍ପର୍କେ ଶିକ୍ଷା ବିଭାଗର ବିଭାଗୀୟ ମୁଖ୍ୟ ତଥା ଆଜିର କାର୍ଯ୍ୟକ୍ରମ ର ଆବାହକ ଡ଼କ୍ଟର ପ୍ରଦୀପ କୁମାର ପଣ୍ଡା କହିଥିଲେ l ବିଷୟବିଶାରଦ ଭାବେ କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟ, କବିସୂର୍ଯ୍ୟନଗର ର ଶିକ୍ଷା ବିଭାଗୀୟ ମୁଖ୍ୟ ଡ଼କ୍ଟର ପ୍ରଦୀପ କୁମାର ମହାପାତ୍ର ଯୋଗଦେଇ  ଜାତୀୟ ଶିକ୍ଷା ନୀତି 2020 ସମ୍ପର୍କେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେl ସମ୍ମାନନୀୟ  ଅତିଥି ଭାବେ ଇତିହାସ ବିଭାଗୀୟ ମୁଖ୍ୟ ଶ୍ରୀ ବିନୋଦ କୁମାର ମିଶ୍ର, ଓଡ଼ିଆ ବିଭାଗୀୟ ମୁଖ୍ୟ ଶ୍ରୀମତୀ ରଞ୍ଜୁ ଵାଳା ନନ୍ଦ, ଓଡ଼ିଆ ବିଭାଗର ଅଧ୍ୟାପକ ଶ୍ରୀ ସାଗର ଚାନ୍ଦ ପାତ୍ର ଯୋଗଦେଇ  ଜାତୀୟ ଶିକ୍ଷାନୀତି 2020 ର ବିଭିନ୍ନ ଦିଗ ବିଷୟରେ ଆଲୋକପାତ କରିଥିଲେl ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଜାତୀୟ ଶିକ୍ଷାନୀତି 2020 ର ସଫଳ ରୂପାୟନ ନିମନ୍ତେ ସୂଚନା ଦେଇଥିଲେ lପ୍ରାରମ୍ଭିକ  ସଂଗୀତ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଛାତ୍ରୀ ସୁଶ୍ରୀ ସରିତା ଜେନା, ସୁଶ୍ରୀ ଶିବାନୀ ପ୍ରଧାନ ଓ ପ୍ରଥମ ବର୍ଷ ଛାତ୍ରୀ ସୁଶ୍ରୀ ସଂଗୀତା ଦାସ ଗାନ କରିଥିଲେ lଯୁକ୍ତ ତିନି ପ୍ରଥମ, ଦ୍ୱିତୀୟ ଓ ଶେଷ ବର୍ଷ ର  ଅନେକ ଛାତ୍ରଛାତ୍ରୀ ସେମାନଙ୍କ ସନ୍ଦର୍ଭ ଉପସ୍ଥାପନା କରିଥିଲେ ଓ ସେମାନଙ୍କୁ ପ୍ରମାଣପତ୍ର ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ଆଜିର କାର୍ଯ୍ୟକ୍ରମକୁ ଯୁକ୍ତ ତିନି  ଶେଷ ବର୍ଷର ଛାତ୍ରୀ ସୁଶ୍ରୀ ଜ୍ୟୋତି ମହାପାତ୍ର ଓ ରୋସନି ପ୍ରଜ୍ଞା ଶତପଥୀ ପରିଚାଳନା କରିଥିଲେ lଯୁକ୍ତ ତିନି ଶେଷ ବର୍ଷ ଛାତ୍ର ଓ ଛାତ୍ରୀଙ୍କୁ ବିଦାୟ କାଳୀନ ଶୁଭେଛା ଦିଆଯାଇଥିଲା Iଶିକ୍ଷା ବିଭାଗର ଅଧ୍ୟାପିକା ଶ୍ରୀମତୀ ସାଗରିକା ଦାଶଙ୍କ ଦ୍ୱାରା ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା l

News Comment

You Might Also Like

BACK TO TOP