Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଖଲ୍ଲିକୋଟ ଡି ଆଇ ଇ ଟି ରେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |

30-Apr-2026

ଡି. ଆଇ. ଇ. ଟି., ଗଂଜାମ, ଖଲ୍ଲିକୋଟର ଉତ୍କର୍ଷ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ 

   ଓଡିଶା ଜନ ମତ ବ୍ୟୁରୋ, 

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପ୍ରଶିକ୍ଷଣ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଅଛି । ଏହି ପ୍ରତିଷ୍ଠାନକୁ ଉତ୍କର୍ଷ କେନ୍ଦ୍ର ତଥା କର୍ମଚାରୀ ମାନଙ୍କ ଗୃହ ନିର୍ମାଣ ପାଇଁ ଉଭୟ ଭାରତ ସରକାର, ଓଡିଶା ସରକାର ସାତ କୋଟି ଟଙ୍କା ଆର୍ଥିକ ସହଯୋଗ ଯୋଗାଇଥିବା ବେଳେ ଆଜି ପ୍ରତିଷ୍ଠାନ ରେ ଭୂମି ପୂଜନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟ କ୍ରମରେ ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡା ଅଧ୍ୟକ୍ଷତା କରିଥିବା ବେଳେ ଗଞ୍ଜାମ ଜିଲ୍ଲା ଜିଲ୍ଲାପାଳ ଭି. କୀର୍ତ୍ତି ଭାଷନ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ, ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ତଥା ଖଲ୍ଲିକୋଟର ମାନ୍ୟବର ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ସ୍ଵତନ୍ତ୍ର ଅତିଥି ଭାବରେ ଯୋଗଦେଇ ପାରମ୍ପରିକ ରୀତିରେ ଭୂମି ପୂଜନ କରିଥିଲେ । ଏହି କ୍ରମରେ ଅୟୋଜିତ ବୈଠକରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାଷନ ଗୁରୁ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ଶିକ୍ଷକଙ୍କୁ ବିଶ୍ୱକର୍ମା ବୋଲି ସାବ୍ୟସ୍ତ କରିଥିଲେ । ଏ ଦିଗରେ ଗୁରୁ ଛାତ୍ରଛାତ୍ରୀ ସାଧୁ ଉଦ୍ୟମ ଉଜ୍ଜୀବିତ ରଖିବାକୁ ପରାମର୍ଶ ଦେଇଥିଲେ । ଅୟୋଜିତ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ଭାବେ ବରିଷ୍ଠ ପ୍ରଶିକ୍ଷକ ବିଷ୍ନୁ ନାରାୟଣ ଜେନା ସଂଯୋଜନା କରିଥିଲେ । ଅନୁଷ୍ଠିତ କାର୍ଯ୍ଯକ୍ରମରେ ପ୍ରଶିକ୍ଷକ ନବୀନ କୁମାର ପ୍ରମାଣିକ, ସୁକୁଲେଇ ଟୁଡୁ, ଜିତେନ୍ଦ୍ର କୁମାର ପଣ୍ଡା, ଅଭିରାମ ବିଶ୍ଵାଳ, ମୁକ୍ତିକାନ୍ତ ବେହେରା, ବରିଷ୍ଠ ପ୍ରଶିକ୍ଷିକା ପ୍ରଜ୍ଞା ପାରମିତା, ଲିପି ଶ୍ରୀ ଦେବୀ, ଅନୁପମା ଦାସ, ଜୟନ୍ତୀ ବେହେରା, ବବିତା ସିଂ ନାୟକ, କଲ୍ୟାଣୀ କୁମାରୀ ଗୌଡ, କମ୍ପୁଟର ସହାୟକ ମନୋରଞ୍ଜନ ବାରିକ, ସେକ୍ଟନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ,  କନିଷ୍ଠ ସହାୟକ ଆଶିଷ ରଞ୍ଜନ ସେଠୀ, ନିରୁପମା ପ୍ରଧାନ, ଜୟ ଶଙ୍କର ଗୌଡ ପ୍ରମୁଖ ଉପସ୍ଥିତ ଥିଲେ । ଡ଼ଃ ଦ୍ୱାରିକା ମହାରଣା ଙ୍କ ରିପୋର୍ଟ, 

News Comment

You Might Also Like

BACK TO TOP