Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

30-Apr-2026

ପିଏମ୍ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||

ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା,
ତା. ୩୦/୦୪/୨୦୨୬:—

ପୋଲସରା  ଅଞ୍ଚଳର ସୁନାମଧନ୍ୟ ଶିକ୍ଷା ଅନୁଷ୍ଠାନ ପିଏମ୍ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ସଡଙ୍ଗୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବିଇଓ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ସୁରେନ୍ଦ୍ରନାଥ ପାଢ଼ୀ ଏବଂ ସମ୍ମାନିତ ଅତିଥି ଭାବେ ଏବିଇଓ ସ୍ୱରୂପ କୁମାର ପାତ୍ର, ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅମିୟ ପ୍ରସାଦ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରତ୍ନାକର ସାହୁ ଓ ଉପ ସଭାପତି ରବୀନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ।
ଏହି ଅବସରରେ ଅନୁଷ୍ଠାନର ଶିକ୍ଷକ ପ୍ରଭାକର ପ୍ରଧାନ (ଶ୍ରଦ୍ଧାନାମ ବାପସାର୍)ଙ୍କୁ ଅବସରକାଳୀନ ବିଦାୟ ସ୍ୱରୂପ ମାନପତ୍ର ସହିତ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧନା  ଦିଅଯାଇଥିଲା। ଏଵଂ ତାଙ୍କର ଆଦର୍ଶ ଓ ପ୍ରେରଣାଦାୟୀ କର୍ମ ଜୀବନର ଭୂରି ଭୂରି ପ୍ରଶଂସା କରାଯିବା ସହିତ  ପରବର୍ତ୍ତୀ ମୂଲ୍ୟବାନ ଜୀବନ ଖୁସି ଆନନ୍ଦ ଓ ନିରାମୟରେ   ଅତିବାହିତ ହେବାକୁ ନେଇ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା।  କାର୍ଯ୍ୟକ୍ରମର ସଂଯୋଜନା ବିଜ୍ଞାନ ଶିକ୍ଷକ ଡଃ ଅମ୍ରେଶ ପଟ୍ଟନାୟକ କରିଥିବା ବେଳେ ଶିକ୍ଷୟିତ୍ରୀ ସୂଜିତା  ପଟ୍ଟନାୟକ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଶେଷରେ ସମ୍ବର୍ଦ୍ଧିତ ଶିକ୍ଷକଙ୍କ ସହଧର୍ମିଣୀଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ଏସ୍.ଏମ୍.ସି ସଭ୍ୟ ସଭ୍ୟା ବୃନ୍ଦ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP