Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |

30-Apr-2026

ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ :---

ଗୁରୁବାର ଦିବା ୧୧ ଘଣ୍ଟ  ସମୟରେ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ତୃତୀୟ ସହାୟକ  ବି. ପୁରୁଷୋତ୍ତମ ଦୋରା ଙ୍କ ଅବସର କାଳୀନ ସଭା ର ଆୟୋଜନ  କରାଯାଇଥିଲା ୲ ଏଥିରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ରଘୁନାଥ ମୁଦୁଲି ଅଧ୍ୟକ୍ଷତା କରିଥିଲେ ୲ ଅଧ୍ୟାପକ ବିନୋଦ କୁମାର ମିଶ୍ର,ସାଗର ଚନ୍ଦ୍ର ପାତ୍ର,ପ୍ରଦୀପ କୁମାର ପଣ୍ଡା,ସପନ କୁମାର ଦାଶ, ଲିପୁନ୍ କୁମାର ମାଝୀ  ଅଧ୍ୟାପିକା ରଂଜୁବାଳା  ନନ୍ଦ,ଗୃହଲକ୍ଷ୍ମୀ ସାହୁ, ତପସ୍ଵିନୀ କରଣ, ପ୍ରିୟଦର୍ଶିନୀ ସାହୁ , ମଣି ଚରଣ ଶତପଥୀ ପ୍ରମୁଖ ଶ୍ରୀ ଯୁକ୍ତ ପୁରୁଷୋତ୍ତମ ଦୋରା ଙ୍କ ସହ ବିତାଇଥିବା ମୁହୂର୍ତ୍ତ ଗୁଡିକ ର ସ୍ମୃତି ଚାରଣ କରିଥିଲେ ୲  ଅଧ୍ୟକ୍ଷ ଙ୍କ ଦ୍ଵାରା ମାନପତ୍ର ପ୍ରଦାନ ସହ ଅବସର କାଳୀନ ଉପହାର ପ୍ରଦାନ କରାଯାଇଥିଲା ୲ଅଧ୍ୟାପକ ସପନ କୁମାର ଦାଶ ନିଜ ଅନୁଭୂତି କୁ ନେଇ  ଏକ ସ୍ଵ ରଚିତ କବିତା ପାଠ କରି ଉପସ୍ଥିତ ସମସ୍ତ କର୍ମଚାରୀ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ୲ ସମସ୍ତ କର୍ମଚାରୀ ଙ୍କ ସହଯୋଗରେ ଅବସର କାଳୀନ ସଭା ସଫଳ ରୂପାୟନ ହୋଇପାରିଥିଲା ୲

News Comment

You Might Also Like

BACK TO TOP