Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |

30-Apr-2026

କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଆୟୋଜିତ, 

ଓଡିଶା ଜନ ମତ, ଖଲ୍ଲିକୋଟ, ବିକାଶ କୁମାର ସାହୁ,:--

କେଶପୁର ସ୍ନାତକ ମହାବିଦ୍ୟାଳୟ, ପଣ୍ତିତ ଗାଁ  ଠାରେ"ଜଗନ୍ନାଥ ସଂସ୍କୃତି ଓ ଓଡ଼ିଆ ଅସ୍ମିତା " ଶୀର୍ଷକ  ଏକ ଦିବସୀୟ ପାଠଚକ୍ର ଆୟୋଜିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ବିଶ୍ଵ ବିଦ୍ୟାଳୟ, ସତ୍ୟବାଦୀ, ପୁରୀର କୁଳପତି ପ୍ରଫେସର ଡକ୍ଟର ସତ୍ୟନାରାୟଣ ଆଚାର୍ଯ୍ୟ ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଡ଼ଃ ଶର୍ମିଷ୍ଠା ମହାପାତ୍ର ଯୋଗ ଦେଇଥିଲେ। ଓଡ଼ିଆ ଭାଷା ସାହିତ୍ୟ ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ ମଞ୍ଚ ପରିଚାଳନା, ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସନ୍ତୋଷ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ପଲେଇ ସଭାପତିତ୍ବ କରିଥିଲେ ଓ ଶେଷ ବର୍ଷ ଛାତ୍ରୀ ସୁଶ୍ରୀ ସ୍ମୃତି ବିଶ୍ଵାଳ ଏବଂ ଅଧ୍ୟାପିକା ଡ଼ଃ ପ୍ରଜ୍ଞା ପାରମିତା ସନ୍ଦର୍ଭ ଉପସ୍ଥାପନ କରିଥିଲେ। ଏହି ଅବସରରେ ବିଭାଗର ଶେଷ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇ ଥିଲା ନିମନ୍ତ୍ରିତ ଅତିଥି ଭାବେ ପୂର୍ବତନ ଅଧ୍ୟକ୍ଷ ଡ଼ଃ ଵିନୋଦ ବିହାରୀ ପଟ୍ଟନାୟକ, କେଶପୁର କନିଷ୍ଠ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପିକା ଡ଼ଃ ଆର୍ଯ୍ୟ କୁମାରୀ ପ୍ରଜ୍ଞା ପାରମିତା, ଅଧ୍ୟାପିକା ଶ୍ରୀମତୀ ଜାନକୀ ସ୍ୱାଇଁ, ଅଧ୍ୟାପିକା ପ୍ରିତୀମୟୀ ରଥ, କିଶୋର ପଲାଇ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶ୍ରୀଯୁକ୍ତ ଯୋଗେନ୍ଦ୍ର ବାରିକ, ଗୋପପୁର କନିଷ୍ଠ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶ୍ରୀଯୁକ୍ତ ଚିତ୍ରସେନ ଜେନା ପ୍ରମୁଖ ଉପସ୍ଥିତ ରହି ଓଡ଼ିଆ ଅସ୍ମିତା ଓ ଜଗନ୍ନାଥ ସଂସ୍କୃତି ସଂମ୍ପର୍କରେ ନିଜସ୍ଵ ବକ୍ତବ୍ୟ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସୁଶ୍ରୀ ପୂଜା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ ସୁଶ୍ରୀ କୃପଳିନୀ ଆଚାର୍ଯ୍ୟ ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ 
ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ଼ଃ ବିନୋଦ ବିହାରୀ ପଟ୍ଟନାୟକ,  ଅଧ୍ୟାପିକା ଶ୍ରୀମତୀ ସବିତା ପାଢ଼ୀ, ସଙ୍ଗୀତା ମିଶ୍ର, ସୁଭସ୍ମିତା ଲେଙ୍କା, ନିବେଦିତା ବାରିକ, ଜସ୍ମିନ ନାୟକ ତପସ୍ଵିନୀ ଦଳାଇ ବରିଷ୍ଠ ଅଧ୍ୟାପକ ଉଲ୍ଲାସ ପାତ୍ର, ଘନଶ୍ୟାମ ମହାରଣା, ଗଗନ ଗୌଡ, ପ୍ରଭାତ ନାୟକ, ଦକ୍ଷିଣେଶ୍ୱର ଜେନା, ପ୍ରତୀକ ପ୍ରଧାନ, ସୁଧାକର ପଲାଇ , ସନ୍ତୋଷ ସାହୁ, ଦିଲ୍ଲୀପ କୁମାର ସାହୁ ଜଗତ୍ଜିବନ ପଟ୍ଟନାୟକ, ସହାୟକ ବିଭୂତି ଭୂଷଣ ତ୍ରିପାଠୀ, ବିଦ୍ୟାଧର ସ୍ୱାଇଁ, ଉଷାରାଣୀ ବେହେରା, ପାଗଳି ବେହେରା, ଅଶୋକ ନାୟକ ପ୍ରମୁଖ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP