Breaking News

ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||     

ବୁଗୁଡ଼ା ରେ"ଘୁମୁସର ସ୍ୱର ` ପକ୍ଷରୁ 161 ତମ ପୂର୍ଣ୍ଣିମା ସାହିତ୍ୟ ଆଲୋଚନାଚକ୍ର ଅନୁଷ୍ଠିତ |

02-May-2026

*"ଘୁମୁସର ର ସ୍ବର" ପକ୍ଷରୁ ୧୬୧ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର*

 ଓଡିଶା ଜନ ମତ ବ୍ୟୁରୋ, ବୁଗୁଡ଼ା,୦୨/୦୫:,

କୁମୁଦ ଚନ୍ଦ୍ର ବେହେରା :---

ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର କାଦପଡା ତନ୍ତୁବାୟ ସମିତି କାର୍ଯାଳୟ ଠାରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ "ଘୁମୁସର ର ସ୍ବର" ବାଲିପଦର ପକ୍ଷରୁ  ପ୍ରତିଷ୍ଠାନର ସଭାପତି ତଥା ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ପୌରହିତ୍ଯରେ ୧୬୧ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର  ଅନୁଷ୍ଠିତ ହୋଇ ଯାଇଛି। ବୁଦ୍ଧ ପୁର୍ଣ୍ଣିମା ଅବସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଇଂ. ବିପ୍ର ଚରଣ ପାତ୍ର ମୁଖ୍ଯ ଅତିଥି ଭାବେ ଯୋଗଦେଇ ବିଶ୍ରୁ୍ଙ୍ଖଳିତ ସମାଜକୁ ସାହିତ୍ୟ ହିଁ ଶ୍ରୁଙ୍ଖଳିତ କରିପାରିବ। ସାହିତ୍ୟର ଗତି ହଂସ  ଗତି ଭଳି, ବିଳମ୍ବ ହେଲେ ମଧ୍ଯ ମନ୍ଥର ଗତିରେ ସମାଜରେ ସୁଧାର ଆସି ପାରିବ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ଅତିଥି ଭାବେ ବାଲିପଦର ହାଇସ୍କୁଲ ପ୍ରଧାନ ଶିକ୍ଷକ ଇ. ନିଳଚଳ ପାତ୍ର,ଖରିଡା ହାଇସ୍କୁଲ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଦ୍ବିତି କୃଷ୍ଣ ବିଶ୍ବାଳ, ଶିକ୍ଷକ ନେତା ବଂଶୀଧର ବିଷୋୟୀ,ମଞ୍ଚ ସମ୍ପାଦକ ପ୍ରକାଶ ଚନ୍ଦ୍ର ରଥ ପ୍ରମୁଖ ଯୋଗଦେଇ ବିଛିନ୍ନାଞ୍ଚଳରଓଡ଼ିଆ ଅସ୍ମିତା ସଙ୍କଟାପର୍ଣ୍ଣ ଅବସ୍ଥାରେ ତାର ସୁରକ୍ଷା ଆବଶ୍ଯକ ବୋଲି ମତବ୍ୟକ୍ତ କରିଥିଲେ। ରାମହରି ମହାନ୍ତି, ନରସିଂହ ପାତ୍ର, ଇ. ମହେଶ୍ବର ଗୁରୁ ପ୍ରମୁଖ ସହଯୋଗ କରିଥିବା ବେଳେ ତନ୍ତୁବାୟ ସମିତି ସମ୍ପାଦକ ମଙ୍ଗୁଳି ପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP