Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଅଗ୍ନି କାଣ୍ଡ ଘଟି ବୃଦ୍ଧ ମା ଜୀବନ୍ତ ଦଗ୍ଧ ଓ ଦୁଇଭାଇ ଗୁରୁତର ଏବଂ ଲକ୍ଷା ଧିକ ଟଙ୍କାର ସମ୍ପତି ପୋଡି ନଷ୍ଟ |

02-May-2026

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର 
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ,

ଓଡିଶା ଜନମତ, ବାଲିଗୁଡ଼ା, ତା, ୦୨/୦୫,

ସଞ୍ଜୟ କୁମାର ପାଣିଗ୍ରାହୀ: ---

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାରଖମା ଫାଣ୍ଡି ଅନ୍ତର୍ଗତ ସୁଡ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଦୀପ ନିଆଁରୁ ଘଟିଲା ବଡ଼ ଧରଣର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଲେ ଚାରି ଭାଇ । ନିଆଁରେ ପୋଡ଼ି ଦୁଇଭାଇ ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇ ଭାଇ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ପରିବାର ଲୋକଙ୍କ ସୂଚନା ଅନୁଯାୟୀ କରେଣ୍ଟ ନଥିବା ଯୋଗୁଁ ଘରେ ଏକ ମହମବତୀ ଲଗାଇ ରାତିରେ ଶୋଇଥିଲେ ପରିବାର ଲୋକେ । କୌଣସି କାରଣ ବଶତଃ ମହମବତୀ ନିଆଁ ନିକଟରେ ଥିବା ପେଟ୍ରୋଲ ସଂସ୍ପର୍ଶରେ ଆସି ଅଗ୍ନିକାଣ୍ଡ ଘଟିବା ସହ ନିକଟରେ ଥିବା ଗ୍ୟାସ୍ ସିଲିଣ୍ଡର ମଧ୍ୟ ଜଳି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଅନ୍ୟପଟେ ସୁଡ୍ରା ଗ୍ରାମର ସୁବାଷ ଚନ୍ଦ୍ର ସାହୁଙ୍କ ପରିବାର ବ୍ୟବସାୟୀ ହୋଇଥିବା ବେଳେ ତାଙ୍କ ଘର ସମେତ ଦୋକାନ ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ବୃଦ୍ଧା ମା ନାରସୁ ସାହୁ (୬୦) ଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଭାଇ ଗୁରୁତର ଆହତ ହୋଇ ପ୍ରଥମେ ସୁଡ୍ରା ଓ ପରେ ବାଲିଗୁଡା ଉପଖଣ୍ଡ ମେଡିକାଲ ରେ ଚିକିତ୍ସିତ ହେଉଥିବା ବେଳେ  ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା କହିଛନ୍ତି ସୁବାସ । ଖବର ପାଇ ଘଟଣା ସ୍ଥଳ ରେ ବାଲିଗୁଡ଼ା ଅଗ୍ନିଶମ ଵିଭାଗ ପହଞ୍ଚି ନିଆଁ କୁ ଆୟତ କରିଥିବା ଜଣା ପଡିଛି  l

News Comment

You Might Also Like

BACK TO TOP