Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

କୋଦଳା ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ 5 ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ |

04-May-2026

କୋଦଳା ପିଏମ୍ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ୫ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ,

( ୨ ମାଟ୍ରିକ ଟପ୍ପରଙ୍କୁ ସମ୍ବର୍ଦ୍ଧନା )

 ଓଡିଶା ଜନ ମତ  କୋଦଳା, ସୂର୍ଯ୍ୟ ନାରାୟଣ ବଡୁ :---

କୋଦଳା ପିଏମ୍ ଶ୍ରୀ ନୋଡାଲ ଉଚ୍ଚ ବିଦ୍ଯାଳୟ ପରିସର ରେ ବିଘ୍ନରାଜ ଶ୍ରୀ ଗଣେଷ ଠାକୁରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। ଏଥି ସହିତ ୫ଟି ମହାପୁଋଷ ଯଥା ଉତ୍କଳ ଗୌରବ ମଧୁସୂଦନ ଦାସ, ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ, ଡଃ ସର୍ବପଲ୍ଲୀ ରାଧାକୃଷ୍ଣନ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି।ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସରୋଜ କୁମାର ମାଝୀ ଙ୍କ ସମେତ ସମସ୍ତ ଶିକ୍ଷକ /ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ, ପରିଚାଳନା କମିଟି ସଭାପତି ଦେବେନ୍ଦ୍ର କୁମାର ପାଣ୍ଡୀ,ସେଠାରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ ସବିତା କୁମାରୀ ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ବିଦ୍ୱାନ ବ୍ରାହ୍ମଣଙ୍କ ମନ୍ତ୍ର ଧ୍ୱନି ରେ ଏହିକାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ ହୋଇଥିଲା !ଏହି ଅବସରରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏହି ବିଦ୍ୟାଳୟ ର  A1 ଗ୍ରେଡ ରଖି ଅଞ୍ଚଳ ପାଇଁ ଗୌରବ ଆଣିଥିବା ୨ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ବେଗୁନିଆପଡ଼ା ବ୍ଳକରେ ମୋଟ ୭ ଛାତ୍ର ଛାତ୍ରୀ A1 ଗ୍ରେଡ ରେ ଉତୀର୍ଣ୍ଣ ହୋଇଥିବା ବେଳେ ସେଥିମଧ୍ୟରୁ କୋଦଳା ପିଏମ୍ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୨ ଛାତ୍ରୀ ରହିଛନ୍ତି। ସେମାନେ ହେଲେ ୯୩% ଅର୍ଥାତ୍ ୫୫୯ ମାର୍କ ରଖିଥିବା ଅର୍ଚ୍ଚିତା ପାଢ଼ୀ ଓ ୯୨%ରୁ ଉର୍ଦ୍ଧ୍ବ ଅର୍ଥାତ୍ ୫୫୪ ନମ୍ବର ରଖିଥିବା ଲିପ୍ସା ନାୟକ। ଏହି ୨ ଛାତ୍ରୀଙ୍କୁ ଆଜି ବିଦ୍ୟାଳୟରେ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ସଫଳତା ପାଇଁ ବିଦ୍ଯାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପିତାମାତାଙ୍କୁ ଶ୍ରେୟ ଦେଇଛନ୍ତି ଉଭୟ ଛାତ୍ରୀ। ଯୁକ୍ତ ୨ ବିଜ୍ଞାନ ପଢିବା ସହ ଆଇଏଏସ୍ ହେବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି ଅର୍ଚ୍ଚିତା । ସେହିପରି ଯୁକ୍ତ ୨ ବିଜ୍ଞାନ ଅଧ୍ଯୟନ କରି ଡାକ୍ତର ହେବି ବୋଲି କହିଛନ୍ତି ଲିପ୍ସା। ବିଦ୍ଯାଳୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଅହରହ ଚେଷ୍ଟା କରୁଛୁ ଏବଂ ଆଗାମୀ ଦିନରେ ଆହୁରି ଅଧିକ ଛାତ୍ରଛାତ୍ରୀ କିପରି ଭଲ ଅଧ୍ଯୟନ କରିବେ ତାହା ଆମର ପ୍ରାଥମିକତା ହେବ ବୋଲି କହିଛନ୍ତି ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ ମାଝୀ ।

News Comment

You Might Also Like

BACK TO TOP