Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

`ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `

05-May-2026

*ମଧୁମେହ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ (

ଓଡିଶା ଜନ ମତ ବ୍ୟୁରୋ,,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର |:----
ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ମଧୁମେହ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଆଳସ୍ୟ, ଅଧିକ ଧାତୁକ୍ଷୟ,ମଧୁର, ଦହି ଜାତୀୟ ଖାଦ୍ୟ, ଦିବା ନିଦ୍ରା ଏହି ରୋଗର କାରଣ। ମଧୁମେହରୁ ମୁକ୍ତ ପାଇଁ ବ୍ରାହ୍ମ ମୁହୂର୍ତ୍ତରେ ଶଯ୍ୟାତ୍ୟାଗ କରି ଉଷ୍ଣଜଳରେ ଲେମ୍ବୁ ଲୁଣ ସର୍ବତ ପାନ, ପ୍ରାତଃ ଭ୍ରମଣ,ଯୋଗ, ଆସନ, ପ୍ରାଣାୟାମ କରିବେ l ଖାଦ୍ୟରେ ଗଜାମୁଗ, ସୋଲା ଚଣା , ବିଟ, ଗାଜର, ମୂଳା, ପିଆଜ, କାକୁଡି ସାଲାଡ଼ ପଚିଶ ପ୍ରତିଶତ ଖାଇବେ ଓ ତେଲ, ଆମିଷ, କ୍ଷୀର ଜାତୀୟ ସମସ୍ତ ଖାଦ୍ୟ କୁ ଦୁରେଇ ଓ ଚିନ୍ତା ମୁକ୍ତ ଜୀବନ ବିତାଇଲେ ଶୀଘ୍ର ମଧୁମେହ,ରକ୍ତଚାପ, କୋଲେଷ୍ଟେରଲ୍ ଭଲ ହେଉଥିବା ସୂଚନା ଦେଇଥିଲେ l ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀ ରୋଗ ଇତ୍ୟାଦିର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଦେଇଥିଲେ l ରୋଗୀଙ୍କୁ ଔଷଧ ବିତରଣ କରାଯାଇଥିଲା l ଶିବିର ପରିଚାଳନାରେ କେ. ବାଳକୃଷ୍ଣ ପାତ୍ର ସହଯୋଗ କରିଥିଲେ lଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଡ଼l.ନକୁଳ ସାହୁ ଅନୁରୋଧ କରିଛନ୍ତି,ଫୋନ 9861450612,

News Comment

You Might Also Like

BACK TO TOP