Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |

05-May-2026

କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟାଗ୍ରହ,

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ :--

ଗଞ୍ଜାମ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ଯବସ୍ଥାକୁ ନେଇ କୋଦଳା ସ୍ୱାଭିମାନ ସୁରକ୍ଷା ମଞ୍ଚ ପକ୍ଷରୁ ମେଡିକାଲ ସମ୍ମୁଖରେ ସତ୍ୟାଗ୍ରହ କରାଯାଇଛି। ମଞ୍ଚ ଆବାହକ ଦଣ୍ଡପାଣି ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ସତ୍ୟାଗ୍ରହରେ କୋଦଳା ବରିଷ୍ଠ ନାଗରିକ ମଞ୍ଚ, ଶ୍ରୀ ଗଣେଶ ଯୁବକ ସଙ୍ଘ, ସ୍ଥାନୀୟ ବୁଦ୍ଧିଜିବୀ , ଆଇନଜିବୀ , ସାମ୍ବାଦିକ ମାନେ ଯୋଗଦେଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସରକାରଙ୍କ ଚରମ ଅବହେଳାକୁ ନେଇ କ୍ଷୋଭ ପ୍ରକାଶ କରିବା ସହିତ ଦୃଢ ପ୍ରତିବାଦ କରିଛନ୍ତି।କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏକ ପୁରାତନ ହସ୍ପିଟାଲ ହୋଇଥିବା ବେଳେ ଏଠାରେ ସ୍ଥାୟୀ ଡାକ୍ତର ଓ କର୍ମଚାରୀ ନାହାନ୍ତି। ବିଭିନ୍ନ ବିଭାଗରେ ପ୍ରାୟ ୮୦ ପ୍ରତିଶତ ପଦବୀ ଖାଲିପଡିଛି। ଅତ୍ୟାଧୁନିକ ଯନ୍ତ୍ରପାତି ଥାଇ ସୁଦ୍ଧା ଅପରେଟର ନଥିବାରୁ କାମରେ ଆସୁନି । ପୂର୍ବ ସରକାର ଅମଳରୁ ୩୦ ଶଯ୍ୟା ବିଶିଷ୍ଟ ନୂତନ ହସ୍ପିଟାଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ସୁଦ୍ଧା ବର୍ତମାନ ତାହା କାର୍ଯ୍ୟକାରୀ ହୋଇ ପାରିଲା ନାହିଁ। ଗଞ୍ଜାମ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏ ନେଇ ବାରମ୍ବାର ଅଭିଯୋଗ କରାଯାଇଥିଲେ ସୁଦ୍ଧା ସେ କର୍ଣ୍ଣପାତ କରୁ ନାହାନ୍ତି। ନିକଟରେ ସ୍ୱାସ୍ଥ୍ୟ ମନ୍ତ୍ରୀ କୋଦଳା ଗସ୍ତରେ ଆସିଥିବା ବେଳେ ତାଙ୍କୁ ମଧ୍ୟ ଅବଗତ କରାଯାଇଥିଲା। କିନ୍ତୁ କୌଣସି ସୁଫଳ ମିଳିନି। ଏ ସମସ୍ତ ସମସ୍ୟାର ତୁରନ୍ତ ସମାଧାନ ଦାବିରେ ସ୍ୱାଭିମାନ ସୁରକ୍ଷା ଅଭିଯାନ ମଞ୍ଚ ପକ୍ଷରୁ ଆଜି ସତ୍ୟାଗ୍ରହ କରାଯାଇଥିବା ବେଳେ ସମାଧାନ ନ ହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି। ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶ ପାଇ ସତ୍ୟାଗ୍ରହ ସ୍ଥଳରେ କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର  ଇନଚାର୍ଜର ଡାକ୍ତର ପ୍ରତୀକ ଦାସ ପହଞ୍ଚି ଦାବିପତ୍ର ଗ୍ରହଣ କରି ୨ ମାସ ମଧ୍ୟରେ ସମାସ୍ଯାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସତ୍ଯାଗ୍ରହରେ ଆବାହକଙ୍କ ସହିତ କୋଦଳା ଏନଏସି ଉପାଧ୍ୟକ୍ଷା ରଞ୍ଜିତା ସେଠୀ, କାଉନସିଲର ମନୋରଞ୍ଜନ ଡାକୁଆ, କାଉନସିଲର ଭଗବାନ ପାଢୀ, କାଳିମେଘି ସରପଞ୍ଚ ଅର୍ଚ୍ଚନା ତ୍ରିପାଠୀ, ସୂର୍ଯ୍ୟ ନାରାୟଣ ଦୋରା, ସାମ୍ବାଦିକ ସୂର୍ଯ୍ୟ ନାରାୟଣ ବଡୁ, ପୂର୍ବତନ କାଉନସିଲର ସନ୍ତୋଷ କୁମାର ନାୟକ, ସାମ୍ବାଦିକ ସୁଶାନ୍ତ କୁମାର ପଟ୍ଟନାୟକ, କୃଷ୍ଣ ଚନ୍ଦ୍ର ପଲେଇ,ବାପୁନୀ କୁମାର ମାଲୁ, ସିମାଞ୍ଚଳ ମୁନୀ, ବରିଷ୍ଠ ନାଗରିକ ଲଷ୍ମୀ ନାରାୟଣ ସାହୁ, ସନ୍ତୋଷ କୁମାର ପ୍ରଧାନ, ବିଶ୍ବାମିତ୍ର ତ୍ରିପାଠୀ, ଜୋହନ୍ ସ୍ବାଇଁ, ଚନ୍ଦନ ସ୍ବାଇଁ,ବସନ୍ତ ସ୍ୱାଇଁ, ଜଗବନ୍ଧୁ ସାହୁ,ଆଇନଜୀବୀ ମୀରାବାଈ ଦେଓ କଂ ସମେତ ବହୁ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP