Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |

06-May-2026

ସ୍ନାତକୋତ୍ତର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା. ୦୫/୦୫/୨୦୨୬:---

 ଆଜି ମଙ୍ଗଳବାର ଦିନ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର  ୨୦୨୪ ରୁ ୨୦୨୬ ଶିକ୍ଷା ବର୍ଷର ଅଧ୍ୟୟନ କରିଥିବା ସ୍ନାତକୋତ୍ତର ଉଦ୍ଭିଦ ବିଜ୍ଞାନ ବିଭାଗ ଛାତ୍ରଛାତ୍ରୀଙ୍କୁ ପ୍ରଥମ ବର୍ଷ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ କରାଯାଇଥିଲା।କାର୍ଯ୍ୟକ୍ରମକୁ ଅଧ୍ୟକ୍ଷ ଡଃ ଦିଲ୍ଲୀପ କୁମାର ନାୟକ (ଫ୍ଲୋରା କୁଇନ୍) ଉଦ୍ଭିଦ ଜଗତର ରାଣୀ ତୁଳସୀ  ବୃକ୍ଷରେ ଜଳ ଅର୍ପଣ କରି ଶୁଭ ଉଦ୍‌ଘାଟନ କରିଥିଲେ। ଏଥିରେ ବିଭାଗ ମୁଖ୍ୟ ଡଃ ରୋଜୀତା ମିଶ୍ର, ଅଧ୍ୟାପିକା ଟୋନିକା ଦଳାଇ, ଅଧ୍ୟାପକ ଦେବାଶିଷ ସ୍ୱାଇଁ, ଡେମୋନଷ୍ଟେଟର ସୁଜ୍ଞାନୀ କୁମାରୀ ସାହୁ ପ୍ରମୁଖ ଯୋଗଦେଇ ଏହି ପାଠ୍ୟକ୍ରମର ଗୁରୁତ୍ୱ ଓ ମହତ୍ତ୍ଵ ସହିତ ଛାତ୍ରଛାତ୍ରୀଙ୍କ ଅନୁଭୂତି ସମ୍ପର୍କରେ ଦିଗଦର୍ଶନ ପ୍ରଦାନ କରିବା ସହ ଉପସ୍ଥିତ ବିଦାୟ ଛାତ୍ରଛାତ୍ରୀମାନଙ୍କ  ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ।
ଏହି ଅବସରରେ ଦ୍ଵିତୀୟ ବାର୍ଷିକ ଓ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀ ମହାବିଦ୍ୟାଳୟ ଅନୁଭୂତିକୁ ନେଇ ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନ କରିବା ସହ ଶୁଭ ମଙ୍ଗଳ କାମନା କରିଥିଲେ। ଏହି ପ୍ରେରଣାଦାୟୀ କାର୍ଯ୍ୟକ୍ରମକୁ ପ୍ରଥମ ବର୍ଷ ଛାତ୍ରୀ ଉଷାରାଣୀ ପାଣିଗ୍ରାହୀ ସଂଯୋଜନା କରିଥିବା ବେଳେ ସ୍ୱାଗତ ସଙ୍ଗୀତ ଛାତ୍ରୀ ଅମିଷା ଦାଶ ଗାନ କରିଥିଲେ। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମଟି ଛାତ୍ର ପ୍ରତୀକ ପାତ୍ରଙ୍କ ବଳିଷ୍ଠ ନେତୃତ୍ୱରେ ସମ୍ପାଦିତ ହୋଇଥିବା ବେଳେ ଛାତ୍ର ଆଦିତ୍ୟ କୁମାର ପଣ୍ଡା, ଶିବ ପ୍ରସାଦ ବଡୁ, ଉମାକାନ୍ତ ନାୟକ, ଶିବ ପ୍ରସାଦ ମହାନ୍ତି ଓ ଛାତ୍ରୀ ପ୍ରିୟଙ୍କା ପାଣିଗ୍ରାହୀ, ସୁସ୍ମିତା ସାହୁ ଓ ଲକ୍ଷ୍ମୀ ନାୟକ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଛାତ୍ରୀ ସିଦ୍ଧିସ୍ମିତା ସାହୁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP