Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |

06-May-2026

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

ଓଡିଶା ଜନମତ,ବାଲିଗୁଡା, ତା, ୦୬/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ): ----

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଏକ ଅବୈଧ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି l ଗୁପ୍ତ ସୂଚନା ଆଧାରରେ ପୋଲିସ ଦଳ ତୁମୁଡିବନ୍ଧ ଥାନା ଲାବଣ୍ୟ ନଗର ଠାରେ ଅବୈଧ ଦେଶୀ ବନ୍ଧୁକ କାରଖାନାରେ ବନ୍ଧୁକ ସାମଗ୍ରୀ ତିଆରି ଓ ମରାମତି ହେଉଥିବା ସମୟରେ ଅଚାନକ ଚଢ଼ାଉ କରି ସେଠାରେ କାର୍ଯ୍ୟ କରୁଥିବା ଉକ୍ତ ଗ୍ରାମର ଦୈତାରୀ ବିନ୍ଧାଣୀ (୪୦) ଙ୍କୁ  ପୋଲିସ ଗିରଫ କରିବା ସହ ସେଠାରୁ ୩ଟି ଦେଶୀ ବନ୍ଧୁକ, ୨ଟି କାଠର ବଟ୍, ୨ଟି ଲୁହା ବ୍ୟାରେଲ, ୪ଟି ଟ୍ରିଗର ସେଟ୍,  ଗାର୍ଡ ସହ ଇଲେକ୍ଟ୍ରିକ ଡ୍ରିଲ୍ ମେସିନ, କଟର ମେସିନ, ବ୍ଲୋଅର ମେସିନ, ହାମାର, ଛିଜେଲ୍, ଫାଇଲ୍, ପ୍ଲାଏର୍ସ, ରେଞ୍ଚି, ସହ ବିଭିନ୍ନ ଲୁହା କାମର ସାମଗ୍ରୀ ମଧ୍ୟ ଜବତ ହୋଇଛି। ଏହି ସମସ୍ତ ସାମଗ୍ରୀ ଅବୈଧ ଭାବେ ଦେଶୀ ବନ୍ଧୁକ ତିଆରି ଓ ମରାମତି କାର୍ଯ୍ୟରେ ବ୍ୟବହୃତ ହେଉଥିଲା ବୋଲି ଏସ ଡି ପି ଓ ଶୁଭମ ଭୋସଲେ ପ୍ରକାଶ କରିଛନ୍ତି l ଏ ନେଇ ତୁମୁଡିବନ୍ଧ ଥାନା କେଶ ନଂ. ୬୨/୨୬ ରେ ଆର୍ମସ୍ ଆକ୍ଟ ୧୯୫୯ର ଧାରା ୨୫(୧)(ଏ) ଓ ୨୫(୧-ବି)(ଇ) ଅନୁସାରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଅବ୍ୟାହତ ରଖିବା ସହ ଏହି ସବୁ ଘଟଣା ରେ ଅନ୍ୟ କେହି କେହି ସମ୍ପୃକ୍ତ ଅଛନ୍ତି, ସେ ନେଇ କଡାକଡି ଛାନଭିନ ଆରମ୍ଭ ହୋଇଯାଇଛି ।

News Comment

You Might Also Like

BACK TO TOP