Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |

06-May-2026

*ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ସହ ଶିଶୁକୁ ସହାୟତା ଦାବି*

ଓଡିଶା  ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଘଟିଥିବା ଜଣେ ଗର୍ଭବତୀ ମହିଳାଙ୍କ ନିର୍ମମ ହତ୍ୟା ଘଟଣାକୁ ନେଇ ରାଜନୀତିକ ମହଳରେ ଚର୍ଚ୍ଚା ତୀବ୍ର ହୋଇଛି। ବିରୋଧୀ ଦଳନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଚିଠି ଲେଖି ଗଭୀର ଉଦବେଗ ପ୍ରକାଶ କରିଛନ୍ତି। 
ଚିଠିରେ ନବୀନ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ହିଞ୍ଜିଳି ଅନ୍ତର୍ଗତ ଖରିଡା ଗାଁରେ ଘଟିଥିବା ଏହି ଘଟଣା ଅତ୍ୟନ୍ତ ହୃଦୟବିଦାରକ। ସୂଚନା ଅନୁଯାୟୀ, ନ୍ୟାୟ ଦାବିରେ ନିଜ ସନ୍ତାନକୁ କୋଳରେ ଧରି ସ୍ୱାମୀଙ୍କ ଘର ସାମ୍ନାରେ ଧାରଣାରେ ବସିଥିବା ସମୟରେ ମହିଳାଙ୍କୁ ତାଙ୍କ ସ୍ୱାମୀଙ୍କ ଭାଇ ଆକ୍ରମଣ କରି ହତ୍ୟା କରିଥିଲେ। ଘଟଣା ସମୟରେ ମା’ର ମୃତଦେହ ପାଖରେ ୩ ବର୍ଷର ଶିଶୁ କାନ୍ଦୁଥିବା ଦୃଶ୍ୟ ସମଗ୍ର ଓଡ଼ିଶାର ମନକୁ ଆଘାତ ଦେଇଥିବା ସେ କହିଛନ୍ତି। 
ବିରୋଧୀ ଦଳନେତା ଚିଠିରେ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ହସ୍ତକ୍ଷେପ କରି ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଓ କଠୋର ଆଇନୁଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରିଛନ୍ତି। ସେହିପରି ଘଟଣାର ସାକ୍ଷୀ ହୋଇଥିବା ୩ ବର୍ଷର ଶିଶୁକୁ ତୁରନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଚିକିତ୍ସା, ଆର୍ଥିକ ସହାୟତା ଓ ପୁନର୍ବାସ ସୁବିଧା ଯୋଗାଇବାକୁ ଦାବି କରିଛନ୍ତି। 
ଏଥିସହ ମହିଳା ଧାରଣାରେ ବସିଥିବା ସମୟରେ ପୋଲିସ ପକ୍ଷରୁ ପୂର୍ବରୁ କାହିଁକି ପ୍ରତିରୋଧମୂଳକ ପଦକ୍ଷେପ ନିଆଯାଇନଥିଲା, ସେନେଇ ମଧ୍ୟ ତଦନ୍ତ କରିବାକୁ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏପରି ଘଟଣାର ପୁନରାବୃତ୍ତି ରୋକିବା ପାଇଁ କଡ଼ା ପଦକ୍ଷେପ ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି।

News Comment

You Might Also Like

BACK TO TOP