Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |

08-May-2026

ସଡ଼କ ଦୁର୍ଘଟଣା ରେ ମୃତ ଓ ଆହତ ବ୍ୟକ୍ତି ଙ୍କ ପରିବାର ଙ୍କୁ ଚେକ୍ ପ୍ରଦାନ କଲେ ବିଧାୟକ|

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ଗତ କିଛି ଦିନ ତଳେ  ବ୍ରହ୍ମପୁର ର ବିଭିନ୍ନ ୱାର୍ଡ ର ଯାତ୍ରୀ ହରିଶଙ୍କର ଦର୍ଶନ କରିବାକୁ ଯାଉଥିବା ବେଳେ ନୟାଗଡ ଜିଲ୍ଲା ଦଶପଲ୍ଲା ନିକଟରେ ରେ ସଡ଼କ ଦୁର୍ଘଟଣା ରେ ମୃତ ଓ ଆହତ ହୋଇଥିଲେ। ଏହି ଦୁଖଃଦ ଖବର ଶୁଣିବ ପରେ ମାନ୍ୟବର ବ୍ରହ୍ମପୁର ବିଧାୟକ  କେ ଅନିଲ କୁମାର ସେମାନଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ ଓ ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ରେ ମୃତ ଓ ଆହତ ବ୍ୟକ୍ତି ଙ୍କୁ ଆର୍ଥିକ ସହଯୋଗ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଙ୍କୁ ଜଣାଇଥିଲେ। ଆଜି ମୁଖ୍ୟମନ୍ତ୍ରୀ ସହାୟତା ଯୋଜନାରେ ବିଧାୟକ କେ ଅନୀଲ କୁମାର ପ୍ରତେକ ମୃତ ବ୍ୟକ୍ତି ଙ୍କ ପରିବାର ଙ୍କୁ ୪ ଲକ୍ଷ୍ୟ ଟଙ୍କା ର ଚେକ୍ ଓ ଦୁର୍ଘଟଣା ରେ ଚିକିତ୍ସା ହେଉଥିବା ବ୍ୟକ୍ତି ଙ୍କ  ପ୍ରତେକ ପରିବାର ଙ୍କୁ ୧.୨୫ ଲକ୍ଷ୍ୟ ଟଙ୍କା ର ଚେକ୍ ପ୍ରଦାନ କରିଥିଲେ। ବିଧାୟକ ଙ୍କ ପ୍ରତିନିଧି ଅଶୋକ ଶୁକ୍ଳ,ସ୍ଥାନୀୟ ତହସିଲଦାର,ପ୍ରଶାସନ ଅଧିକରୀ ଗଣ ଉପସ୍ଥିତ ଥିଲେ। ଏହି ଅବସରରେ ଅଂଚଳ ବାସୀ ଓ ଆର୍ଥିକ ସହାୟତା ପାଇଥିବା ବ୍ୟକ୍ତି ଙ୍କ ପରିବାର ଓଡିଶା ର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓ ବ୍ରହ୍ମପୁର ବିଧାୟକ  କେ ଅନିଲ କୁମାର ଙ୍କୁ କୃତଜ୍ଞତା ଜଣାଇଥିଲେ।

News Comment

You Might Also Like

BACK TO TOP