Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |

09-May-2026

କୋଦଳା ପୋଲିସ ପକ୍ଷରୁ  "ଜୁଭେଣ୍ଟିକା" କାଯ୍ୟକ୍ରମ

 ଓଡିଶା ଜନ ମତ,ବେଗୁନିଆପଡା,  

ସୂର୍ଯ୍ୟ ନାରାୟଣ ବଡୁ -: ---

ଶୁକ୍ରବାର ରାଜ୍ୟବ୍ୟାପୀ ଶିଶୁ ଓ ବାଳିକା ଙ୍କ ସୁରକ୍ଷ୍ୟା ଲାଗି ଚାଇଲ୍ଡ ଫ୍ରେଣ୍ଡଲି ଥାନା ଗଠନ ନିମନ୍ତେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିଶୁ ଓ କିଶୋରୀ ବାଳିକାଙ୍କୁ ନେଇ "ଜୁଭେନ୍ଟିକା" କାର୍ଯ୍ୟକ୍ରମ କୋଦଳା ଥାନା ପରିସର ରେ ମହିଳା ଓ ଶିଶୁ ଡେସ୍କ ଅଧିକାରିଣୀ ସବଇନିସ୍ପେକ୍ଟର ରିଜାବାଳା ନାୟକଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷିରେ ପୋଲିସ ପକ୍ଷରୁ ଜୁଭେନ୍ଟିକା କାର୍ଯ୍ୟକ୍ରମ ଜରିଆରେ କିଶୋରୀ ଅବସ୍ଥାରେ ହେଉଥିବା ବିଭିନ୍ନ ଅପରାଧରୁ ବର୍ତିବା ସହ ନିଜକୁ ସାଇବର ଠକାମୀରୁ ନିବୃତ ରହିବା ଲାଗି ସଚେତନତା ସୃଷ୍ଟି କରାଯାଇଛି। କୋଦଳା ଥାନା ଅଧିକାରୀ ସୁବାଷ ଚନ୍ଦ୍ର ବେହେରା ପୌରୋହିତ୍ୟ କରି କୋଦଳା ଥାନା କୁ ଶିଶୁମିତ୍ର ଥାନା ଭାବେ ଗଢିତୋଳିବା ନେଇ ଲକ୍ଷ୍ୟ ରଖାଯାଇଛି, ପୋଲିସ କୁ କେହି ଭୟ ନକରି ନିଜର ଉତ୍ତମ ବନ୍ଧୁ ଭାବି ନିଜର ସମସ୍ୟା ଜଣାଇବାକୁ ପରାମର୍ଶ ଦେଇଥିବା ବେଳେ ସବ ଇନିସ୍ପେକ୍ଟର ସତ୍ୟଜିତ ବେଣିଆ ଉପସ୍ଥିତ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ! ଏହି କାର୍ଯ୍ୟକ୍ରମରେ କୋଦଳା ଥାନା ଅଞ୍ଚଳର ପ୍ରାୟ 30 ରୁ ଉର୍ଦ୍ଧ୍ବ କିଶୋରୀ ବାଳିକା ସମେତ ଅଙ୍ଗନବାଡ଼ୀ କର୍ମୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଏଲଇଡି ଟିଭି ଜରିଆରେ ଓଡିଶା ପୋଲିସ ମହାନିର୍ଦ୍ଦେଶକ ୟାଇ ବି ଖୁରାଣିଆ ଓ ଉପ ନିର୍ଦ୍ଦେଶକ ଭିଡିଓ ବାର୍ତ୍ତା ମାଧ୍ୟମରେ ଉପସ୍ଥିତ ବାଳିକା ମାନଙ୍କୁ ସଚେତନତା ସୃଷ୍ଟି କରାଇଥିବା ବେଳେ କୋଦଳା ପୋଲିସ ବିଭିନ୍ନ ପ୍ରକାର ଭିଡିଓ,ଆଞ୍ଚଳିକ କାହାଣୀ ମାଧ୍ୟମରେ ମହିଳାଙ୍କ ସୁରକ୍ଷା, ସାଇବର ଅପରାଧ ସମ୍ବନ୍ଧୀୟ ସୁରକ୍ଷା ବାବଦରେ ସଚେତନତା ସୃଷ୍ଟି କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀଙ୍କ ସମେତ ଥାନାର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP