Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |

09-May-2026

ବୁଗୁଡା ପିପୁଲସ କଲେଜରେ ବିଶ୍ୱ ରେଡ କ୍ରସ ଦିବସ ପାଳନ ।

  ୦୯/୫/୨୬ :---

 ମଇ ୦୮ ତାରିଖକୁ ବିଭିନ୍ନ ଦେଶରେ ବିଶ୍ୱ ରେଡ କ୍ରସ ଦିବସ ଭାବେ ପାଳନ କରାଯାଇଥିବା ବେଳେ  ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଯୁବ ରେଡ କ୍ରସ ୟୁନିଟ ପକ୍ଷରୁ ବିଶ୍ୱ ରେଡ କ୍ରସ ଦିବସ ପାଳନ କରାଯାଇଥିଲା। ଯୁବ ରେଡ କ୍ରସ ଉପଦେଷ୍ଟା ଅଧ୍ୟାପକ ପବିତ୍ର ଖଣ୍ଡୁଆଳଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଲେଜର ଭାଇସ-ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କାଇଥିଲେ ଓ ଅଧ୍ୟାପକ ଲୋକନାଥ ବେହେରା ଅତିଥି ଭାବେ ଯୋଗଦେଇଥିଲେ।  ନାୟକ ଓ  ବେହେରା ରେଡ କ୍ରସ ଦିବସ ପାଳନର ମୌଳିକ ଆଦର୍ଶ ଓ ଆବଶ୍ୟକତା ବିଷୟରେ ଯୁବ ସ୍ୱେଚ୍ଛାସେବୀ ବୃନ୍ଦଙ୍କୁ ପରାମର୍ଶ ଦେଇଥିଲେ। ଯୁବ ରେଡ କ୍ରସର ଉପଦେଷ୍ଟା ଶ୍ରୀ ଖଣ୍ଡୁଆଳ ରେଡ କ୍ରସ ର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ଜୀବନୀ, ଆଦର୍ଶ ଓ ଯୁଦ୍ଧରେ ପୀଡିତଙ୍କ ସେବା ବିଷୟରେ ଉଲ୍ଲେଖ କରିବା ସହ ରେଡ କ୍ରସ ର ସୃଷ୍ଟି ଓ ସାତଟି ଆଦର୍ଶ ବିଷୟରେ ପ୍ରକାଶ କରି ସ୍ୱେଚ୍ଛାସେବୀ ବୃନ୍ଦ ବିଶ୍ୱର ବିଭିନ୍ନ ଯୁଦ୍ଧ ଏବଂ ବନ୍ୟା ଓ ବାତ୍ୟା ପ୍ରଭୃତି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଃସ୍ୱାର୍ଥପର ସେବା ଯୋଗାଇବାକୁ ଆହ୍ୱାନ ଦେଇଥିଲେ। ଶେଷରେ ସ୍ୱେଚ୍ଛାସେବୀ ଛାତ୍ରୀ ଶ୍ରଦ୍ଧାଞ୍ଜଳି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP