Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |

10-May-2026

ପୋଲସରାରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କୃତ ବିଚିତ୍ର କାବ୍ୟ ବୈଦେହୀଶ ବିଳାସ କାବ୍ୟର ଲୋକାର୍ପଣ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା.୧୦/୦୫/୨୬:- --

କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କୃତ ବିଚିତ୍ର କାବ୍ୟ ବୈଦେହୀଶ ବିଳାସ କାବ୍ୟର ଲୋକାର୍ପଣ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼୍‌ସ୍‌ରେ ସ୍ଥାନିତ ଅବନା ଅନୁପ୍ରାସ କବିତାମାଳା `ଅକ୍ଷରା`ର କବି କୁଳମଣି ସାହୁଙ୍କ ଦ୍ବାରା ସମ୍ପାଦିତ ଏବଂ ଅଧ୍ୟାପକ ମନୋଜ କୁମାର ସାହୁଙ୍କ ଦ୍ବାରା ପ୍ରକାଶିତ ଏହି ବିଶାଳ ଗ୍ରନ୍ଥ ଉତ୍ସବର ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକଙ୍କ ଦ୍ବାରା ଲୋକାର୍ପିତ କରାଯାଇଛି । ପ୍ରଜ୍ଞା ପ୍ରଦୀପ ଫାଉଣ୍ଡେସନ୍, କଳମ୍ବ ଆନୁକୂଲ୍ୟରେ ପୋଲସରା ପାଟିଗଡ଼ ରୋଡ଼୍ ସ୍ଥିତ ମଧୁବୈଶ୍ଯ ସମାଜ କଲ୍ଯାଣ ମଣ୍ଡପ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ କାଳଜୟୀ କାବ୍ୟ ବୈଦେହୀଶ ବିଳାସକୁ ବିଶ୍ବର ଶ୍ରେଷ୍ଠ କାବ୍ୟ ଭାବରେ ଅଭିହିତ କରିବା ସହିତ ବାଲ୍ମୀକି ରାମାୟଣ ଆଧାରିତ ଏହି ମହାନ୍ ଗ୍ରନ୍ଥ ପ୍ରତ୍ୟେକ ଓଡ଼ିଆ ପରିବାରରେ ସ୍ଥାନିତ ଓ ସଂରକ୍ଷିତ ହେବା ନିମନ୍ତେ ଆଶା ପୋଷଣ କରିଛନ୍ତି । ଅନ୍ୟାନ୍ୟ ଅତିଥିମାନଙ୍କ ମଧ୍ୟରେ ବିଶିଷ୍ଟ ଭଞ୍ଜ ସାହିତ୍ୟ ଗବେଷକ ଶ୍ରୀଯୁକ୍ତ କମ୍ବୁପାଣି ସାମନ୍ତ ମୁଖ୍ୟ ବକ୍ତା  ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଗଞ୍ଜାମ ବିଭାଗ ସଙ୍ଘ ଚାଳକ ଶ୍ରୀଯୁକ୍ତ ଭଗବାନ ତ୍ରିପାଠୀ ବରେଣ୍ୟ ଅତିଥି ତଥା ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ମହାସଚିବ ଶ୍ରୀଯୁକ୍ତ ଦଣ୍ଡପାଣି ମହାପାତ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବୈଦେହୀଶ ବିଳାସର ମହିମା ଓ ବୈଶିଷ୍ଟ୍ୟ ଉପରେ ଆଲୋକପାତ କରିଥିଲେ । ପ୍ରଜ୍ଞା ପ୍ରଦୀପ ଫାଉଣ୍ଡେସନ୍‌ର ସଭାପତି ଓ ପୁସ୍ତକ ପ୍ରକାଶକ ଶ୍ରୀଯୁକ୍ତ ମନୋଜ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ସହଯୋଗୀ ପ୍ରକାଶକ ରୂପରେ ଶ୍ରୀଯୁକ୍ତ ରତନ କୁମାର ପ୍ରଧାନ ଏବଂ ମଞ୍ଚ ପରିଚାଳକ ଭାବରେ ଶ୍ରୀଯୁକ୍ତ ସଦାଶିବ ନାୟକ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ମନ୍ତ୍ରୀ ଶ୍ରୀଯୁକ୍ତ ମଲ୍ଲିକ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉତ୍ସବର ଶୁଭ ଉଦ୍ଘାଟନ କରିଥିଲେ । କଣ୍ଠଶିଳ୍ପୀ ମହାତପା ସାହୁ ଏବଂ ତୁଳସୀ ବିଷୋୟୀ ଭଜନ ଗାନ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ କବି ଶ୍ରୀଯୁକ୍ତ ବୃନ୍ଦାବନ ପ୍ରଧାନ । ଅଞ୍ଚଳର ଶତାଧିକ ଭାଷାସାହିତ୍ଯ ପ୍ରେମୀ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହିତ ବହୁ ଗଣମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ । ଓଡ଼ିଆ ଅସ୍ମିତାର ପ୍ରତୀକ ଭାବରେ ଏହି ରାମକାବ୍ୟ ଓଡ଼ିଆ ପାଠକସମାଜରେ ବିଶେଷ ଆଦୃତି ଲାଭ କରିବ ବୋଲି ମତ ପ୍ରକାଶ ପାଇଥିଲା ।

News Comment

You Might Also Like

BACK TO TOP