Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |

11-May-2026

ଘିମିରି ସଚେତନl ଓ ସ୍ଵାସ୍ଥ୍ୟ ଶିବିର,ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 
ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଘିମିରି ନିରାକରଣ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ସାହୁ ଉପସ୍ଥିତ ରହି କହିଲେ ଗ୍ରୀଷ୍ମ ରୁତୁର ଉତ୍ତାପରୁ ସ୍ଵେଦ ଓ ମଇଳା ଚର୍ମରେ ଜମି ରହେ ଫଳରେ ଘିମିରି ଜାତ ହୁଏ l କୁଣ୍ଡାଇ ହୁଏ, କୁଣ୍ଡାଇଲେ ଲାଲ୍ ପଡି ଜଳେ l ତ୍ଵଚାକୁ  ମୁଲତାନି ମାଟି ଲଗାଇ ସଫା କରନ୍ତୁ। ଭଳ ଭାବେ ଦିନକୁ ଦୁଇ ଥର ଗାଧାନ୍ତୁ। ସ୍ନାନ ପରେ ଚନ୍ଦନ କିମ୍ବା ବେଣାଚେର  ଚୁର୍ଣ୍ଣ ଲଗାନ୍ତୁ l କୁଣ୍ଡାଇ ହେଲେ ନ କୁଣ୍ଡାଇ ଘୃତ କୁମାରୀ ରସ ଲଗାନ୍ତୁ l ସକାଳୁ ନିମ୍ବ ହଳଦୀ ବଟା ପାଞ୍ଚ ଗ୍ରାମ ଖାଆନ୍ତୁ l କାକୁଡି, ତରଭୁଜ ଖାଆନ୍ତୁ,ଅଧିକ ମିଠା, ଖଟା, ଆମ୍ବ ଖାଆନ୍ତୁ ନାହିଁ ଓ ସୂତାଲୁଗା ପରିଧାନ କରିବା ପାଇଁ ପରମର୍ଶ ଦେଇଥିଲେ l
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ   l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ କରିଛନ୍ତି l

News Comment

You Might Also Like

BACK TO TOP