Breaking News

ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||     

ଗଙ୍ଗାଧର ସାହୁ ଙ୍କ ଦ୍ୱାଦଶ ତିଥିରେ ବହୁମାନ୍ୟ ଗଣ୍ୟ ବ୍ୟକ୍ତି ଦେଲେ ଶ୍ରଦ୍ଧା ଞ୍ଜଳୀ |

12-May-2026

ଗଙ୍ଗାଧର ସାହୁଙ୍କ ଦ୍ଵାଦଶ ପୁଣ୍ୟ ତିଥି ଦିବସରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
  ୧୨/୦୫/୨୦୨୬- 

ପୋଲସରା ବ୍ଲକ ହାତୀଓଟ ଗ୍ରାମ ଠାରେ ପୂର୍ବତନ ପୋଲସରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପିତା ଗଙ୍ଗାଧର ସାହୁଙ୍କ ଦ୍ଵାଦଶ ପୁଣ୍ୟତିଥି ଦିବସ ପାଳିତ ହୋଇଯାଇଛି। ପରିବାର ପକ୍ଷରୁ ସ୍ଥାନୀୟ ମୁକ୍ତ କ୍ରୀଡାଙ୍ଗନ ଠାରେ ଏହି  ସ୍ମୃତି ଚାରଣ ସଭା କରାଯାଇଥିଲା। ଚଳିତ ମାସ ୧୧ ତାରିଖ ସୋମବାର ନବମୀ ତିଥିରେ ଆୟୋଜିତ କାର୍ଯ୍ୟକ୍ରମରେ ବର୍ତ୍ତମାନ ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ପୂର୍ବତନ ଆସ୍କା ସାଂସଦ ପ୍ରମିଳା ବିଷୋୟୀ ଓ ବିଧାୟିକା ଅଞ୍ଜଳୀ ସ୍ୱାଇଁ, ସୂର୍ଯ୍ୟମଣି ବୈଦ୍ୟ, ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ,ସୁବାସ ମହାରଣା, ଭୃଗୁ ବକ୍ସିପାତ୍ର,  ପୂର୍ବତନ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ପଦ୍ମନାଭ ବେହେରା, ପୂର୍ବତନ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ପ୍ରମୁଖଙ୍କ ସମେତ ଅନେକ ବରେଣ୍ୟ,ମାନ୍ୟଗଣ୍ୟ ବ୍ୟକ୍ତିବୃନ୍ଦ ଯୋଗଦେଇ ସର୍ବପ୍ରଥମେ  ସ୍ଵର୍ଗତଙ୍କ ଫଟୋଚିତ୍ରରେ  ଭକ୍ତିପୂତ ଭାବେ ପୁଷ୍ପ ମାଲ୍ୟାର୍ପଣ  ଅର୍ପଣ କରିବା ସହିତ ଗଙ୍ଗାଧର ସାହୁ  ଜଣେ ଉତ୍ତମ ସଂଗଠକ, ଜ୍ଞାନୀ ଗୁଣୀ ସମ୍ପନ୍ନ ବ୍ୟକ୍ତି ଥିଲେ।  ଏଥିସହ ଅନେକ ଶିକ୍ଷାନୁଷ୍ଠାନ ଗଢି ତୋଳିବାରେ ତାଙ୍କର ମୁଖ୍ୟ ଭୂମିକା ରହିଥିଲା ବୋଲି କହିବା ସହ  ଅମର ଆତ୍ମାର ସଦଗତି କାମନା ସ୍ୱରୂପ ଦୁଇ ମିନିଟ ନୀରବ ପ୍ରାର୍ଥନା  ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଥିବା ବେଳେ ଏଥିରେ  ଶିକ୍ଷାବିତ୍, ନେତୃବୃନ୍ଦ,ସମାଜସେବୀ,ବିଭିନ୍ନ ସଂଗଠକ ଗଣମାଧ୍ୟମ,ଆଇନଜୀବୀ, ସ୍ୱେଚ୍ଛାସବୀ ଏବଂ ଗଣମାଧ୍ୟମ ପ୍ରତିନିଧି ମାନେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଏଵଂ ଶୋକ ସମବେଦନା ଜ୍ଞାପନ କରିବାର ଦେଖିବାକୁ ମିଳିଥିଲା। ଶେଷରେ ଏହି ଶ୍ରଦ୍ଧାସୁମନ କାର୍ଯ୍ୟରେ ଯୋଗଦେଇଥିବା ସମସ୍ତ ବ୍ୟକ୍ତିବିଶେଷଙ୍କୁ   ସ୍ଵର୍ଗତଙ୍କ ପରିବାର ତରଫରୁ ଆନ୍ତରିକ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ  କରାଯାଇଛି।

News Comment

You Might Also Like

BACK TO TOP