Breaking News

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||     

ବ୍ରହ୍ମପୁର ରାଜସ୍ବ ବଙ୍ଗଳାରେ ବିଜେଡି ର ସାମ୍ବାଦିକ ସମ୍ମିଳନୀ |

12-May-2026

ବ୍ରହ୍ମପୁର ରାଜସ୍ୱ ବଙ୍ଗଳାରେ  ବିଜେଡିର ସାମ୍ବାଦିକ ସମ୍ମିଳନୀ |

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ ;----

ବ୍ରହ୍ମପୁର ରାଜସ୍ୱ ବିଭାଗ ଡାକବଙ୍ଗଳା ଠାରେ ଗଞ୍ଜାମ ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକି ରାଜ୍ୟ କିମ୍ବା ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି ଓ ଏଥିପାଇଁ ଆମ ରାଜ୍ୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ନିନ୍ଦିତ ହୋଇଛି। କିନ୍ତୁ ବବଲ୍ ଇଞ୍ଜିନ ସରକାର ର କୌଣସି ପଦକ୍ଷେପ ନାହିଁ। ବିଶେଷକରି ପୁରୀ ଜିଲ୍ଲା, ନୟାଗଡ଼ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା ଓ ଗଞ୍ଜାମ ଜିଲ୍ଲାରେ ଯେଉଁଭଳି ବର୍ବର କାଣ୍ଡ ଘଟି ଚାଲିଛି, ସାଧାରଣ ଜନତା ନିଜକୁ ସୁରକ୍ଷିତ ମଣୁନାହାନ୍ତି। ଏହି ଭଳି ପରିସ୍ଥିତିରେ ସାଧାରଣ ଜନତାଙ୍କ ସୁରକ୍ଷା ପାଇଁ ଆଗାମୀ ଦିନରେ ବିଜୁ ଜନତା ଦଳ ରାଜ ରାସ୍ତାକୁ ଓହ୍ଲାଇ ବୋଲି ସାମ୍ବାଦିକ ସମ୍ମିଳନୀରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଚନ୍ଦ୍ର ଶେଖର ସାହୁ, ପୁର୍ବତନ ବିଧାୟକ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୁର୍ଣ୍ଣ ଚନ୍ଦ୍ର ସ୍ବାଇଁ ବରିଷ୍ଠ ନେତା ସୁବାସ ଚନ୍ଦ୍ର ମହାରଣା ଓ ଦେବାନନ୍ଦ ମହାପାତ୍ର ଓ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ପ୍ରମୁଖ ଭିନ୍ନ ଭିନ୍ନ ବିବୃତ୍ତି ଜରିଆରେ ମତ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP