Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ସିପିଆଇ( ଏମ ଏଲ ) ଲିବରେସନ ପାର୍ଟି ରେ ଶତାଧିକ ଲୋକଙ୍କ ଯୋଗଦାନ |

14-May-2026

ସିପିଆଇ (ଏମଏଲ) ଲିବରେସନରେ ଶତାଧିକ ଲୋକଙ୍କ ଯୋଗଦାନ, ଜୁନ୍ ୧୦ରେ ବିକ୍ଷୋଭ ଚେତାବନୀ, 

 ଓଡିଶା ଜନ ମତ,ରାୟଗଡା, କାମେଶ୍ୱର କର କରିଆ,

ତା --୧୪/୦୫:--

 ରାୟଗଡା ଜିଲ୍ଲା କୋଲନରା ବ୍ଲକ କେଦାପଡା ପଞ୍ଚାୟତର ଗାଦବା ସାହି ନିକଟରେ ସିପିଆଇ (ଏମଏଲ) ଲିବରେସନ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଛି। ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗଙ୍କ ଉପସ୍ଥିତିରେ ଶତାଧିକ ମହିଳା ଓ ପୁରୁଷ ବିଜେଡି, କଂଗ୍ରେସ ଓ ବିଜେପି ଛାଡି ସିପିଆଇ (ଏମଏଲ) ଲିବରେସନରେ ସାମିଲ ହୋଇଥିବା ସୂଚନା ମିଳିଛି।ସଭାରେ ଜଙ୍ଗଲ ଜମି ଓ ଘରଡିହ ପଟ୍ଟା ପ୍ରଦାନ, ମନରେଗା ଆଇନ କାର୍ଯ୍ୟକରୀ କରିବା, ଦୈନିକ ୬୦୦ ଟଙ୍କା ମଜୁରୀ ନିର୍ଦ୍ଧାରଣ, ସମସ୍ତଙ୍କୁ ମାଗଣା ୩୦୦ ୟୁନିଟ୍ ବିଦ୍ୟୁତ ଯୋଗାଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫ ଲକ୍ଷ ଟଙ୍କା ସହାୟତା ଏବଂ ରେସନ କାର୍ଡଧାରୀଙ୍କୁ ୫୦ କେଜି ଚାଉଳ ପ୍ରଦାନ ସହ ବିଭିନ୍ନ ଦାବି ଉଠାଯାଇଥିଲା।ସେହିପରି ଗୌଡଗୁଡା ଓ ଗାଦବା ସାହି ରାସ୍ତା ନିର୍ମାଣ କାମର ତଦନ୍ତ ଦାବି କରାଯାଇଥିଲା। ଉକ୍ତ ସମସ୍ୟାଗୁଡିକର ସମାଧାନ ଦାବିରେ ଆସନ୍ତା ଜୁନ୍ ୧୦ ତାରିଖରେ କୋଲନରା ତହସିଲ ଓ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯିବ ବୋଲି ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ସୂଚନା ଦେଇଛନ୍ତି।ଏହି କାର୍ଯ୍ୟକ୍ରମରେ ଭକ୍ତ ମିଣିଆକା, କୃଷ୍ଣ ମିଣିଆକା, ମେଦିରି ଗର୍ଡିଆ, ରାମାରାଓ କୁଟ୍ରୁକା, ନୁକି ହୁଇକା, ସୁଶାନ୍ତ ଘାଣ୍ଟା, ନମିତା ହିକକା, ମୋଜେସ ବିଡିକା, ମୂର୍ତ୍ତି ମିଣିଆକା, ଆଛାନା ମାଣ୍ଡାଙ୍ଗି, ବସନ୍ତ ମିଣିଆକା, ଗଙ୍ଗାଧର ହିମିରିକା, ସୁଧୁଂରୁ ମିଣିଆକା, ଛବିଲାଲ ହିହାଲ ଓ ଉମେଶ ଉଇକା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP