Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ପୋଲସରା ରେ ଗଞ୍ଜାମ ପୋଲିସ ଜିଲ୍ଳାର ସ୍ୱତନ୍ତ୍ର ଅପରାଧ ନିୟନ୍ତ୍ରଣ ବୈଠକ |

14-May-2026

ପୋଲସରାରେ ଗଞ୍ଜାମ ପୋଲିସ ଜିଲ୍ଲାର ସ୍ୱତନ୍ତ୍ର ଅପରାଧ ନିୟନ୍ତ୍ରଣ ବୈଠକ।

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା,
  ୧୪/୦୫/୨୬ : ---

ଗଞ୍ଜାମ ପୋଲିସ ଜିଲ୍ଲାର ସମସ୍ତ ପୋଲିସ ଅଫିସରଙ୍କ ସକ୍ରିୟତା ବୃଦ୍ଧି କରିବା ପାଇଁ ପୋଲସରା ପୋଲିସ ଥାନା ପରିସରରେ ଏକ ସ୍ୱତନ୍ତ୍ର ଅପରାଧ ନିୟନ୍ତ୍ରଣ ବୈଠକ ଅନୁଷ୍ଠିତ ହୋଇହାଇଛି। ଦକ୍ଷିଣାଞ୍ଚଳ ଆଇଜି ନିତିନ୍ ଶେଖର ଏବଂ ଗଞ୍ଜାମ ପୋଲିସ ଜିଲ୍ଲା ଏସପି ଶୁଭେନ୍ଦୁ ,କୁମାର ପାତ୍ର ଏହି ବୈଠକରେ ଯୋଗ ଦେଇଥିଲେ । ଜନସାଧାରଣଙ୍କ ସୁରକ୍ଷା ପାଇଁ ପୋଲିସ ବାହିନୀ ଦକ୍ଷତା ସହ ପଦକ୍ଷେପ ଗ୍ରହଣ କରିବାକୁ ଏହି ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ବୈଠକରେ ୱାରେଣ୍ଟ କାର୍ଯ୍ୟକାରୀ କରିବା ଏବଂ ବେଆଇନ ବନ୍ଧୁକ ଚିହ୍ନଟ କରିବାରେ ଆନ୍ତରିକ ପ୍ରୟାସ ପାଇଁ ଭଞ୍ଜନଗର ଏସଡିପିଓ ଡକ୍ଟର ଦୀପକ କୁମାର ମିଶ୍ର ଓ ପୋଲସରା ପୋଲିସ ଥାନା ଆଇଆଇସି କୌଶିକ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୋଲସରା ପୋଲିସ ଥାନା କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP