Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ପୋଲସରା ରେ ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ |

14-May-2026

ପୋଲସରାରେ ତାଲୁକ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା
ପୋଲସରା  ତା.୧୪/୫/୨୦୨୬:– ଗଞ୍ଜାମ ଜିଲ୍ଲା ପୋଲସରାରେ ତାଲୁକ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଅଧ୍ୟକ୍ଷ ତଥା ପୋଲସରା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀଯୁକ୍ତ ଅଭିନାଶ ନାଇଡୁଙ୍କ ଅଧ୍ୟକ୍ଷତାରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ବନ୍ଧୀୟ ବିଷୟ ଉପରେ  କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ପୋଲସରା ପୌରପରିଷଦ ଅଧ୍ୟକ୍ଷା ସଙ୍ଗୀତା ବେହେରା ଓ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ଜେନା, ଏପିପି ଅବଦେସ ପଟ୍ଟନାୟକ ରମେଶ ଚନ୍ଦ୍ର ପ୍ରଧାନ ଓ ବ୍ରଜବନ୍ଧୁ ଦଳବେହେରା ଏବଂ  ଓକିଲ ବ୍ରଜେନ୍ଦ୍ର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ।ଏହି ଅବସରରେ ଅଧ୍ୟକ୍ଷ ମହୋଦୟ ନିଜର ବକ୍ତବ୍ୟରେ ଦିନକୁ ଦିନ ପରିବେଶ ଦୂଷିତ ହେଉଥିବାକୁ ନେଇ ଉଦବେଗ ପ୍ରକାଶ କରିବା ସହିତ ଏହାର ନିରାକରଣ ପାଇଁ ଆବଶ୍ୟକ ପଦକ୍ଷେପ ଏବଂ ସଚେତନ କରି ସର୍ବସାଧାରଣଙ୍କୁ ବୁଝାଇବାକୁ ଉପସ୍ଥିତ ସମସ୍ତ  ବ୍ୟକ୍ତିବିଶେଷମାନଙ୍କୁ  ପରାମର୍ଶ ଦେଇଥିଲେ।।ପରେ ଅନ୍ୟ ମଞ୍ଚାସୀନ ବ୍ୟକ୍ତିବୃନ୍ଦ ଏହି ସଚେତନତା ବିଷୟ ଉପରେ  ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ସଫେଇ କର୍ମଚାରୀଙ୍କୁ ସ୍ବଚ୍ଛତା ଯୋଦ୍ଧା ଭାବେ ପ୍ରସ°ଶା କରାଯାଇଥିଲା।ମଞ୍ଚ ପରିଚାଳନା ଏପିପି ବ୍ରଜବନ୍ଧୁ ଦଳ ବେହେରା ଏବଂ କ୍ଲର୍କ ଶେରୁ ସାମଲ କରିଥିବା ବେଳେ ଶେଷରେ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଜେନା ସମସ୍ତଙ୍କୁ ପୌରପରିଷଦ ତରଫରୁ ଆନ୍ତରିକ ଧନ୍ୟବାଦ ସହ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ଅଦାଲତର ସନ୍ଦୀପ କୁମାର ପ୍ରଧାନ, ସଲୀଲ କୁମାର ସାହୁ, ପ୍ରଶାନ୍ତ କୁମାର ପଣ୍ଡା ଓ ରୁପକ ଆଚାର୍ଯ୍ୟଙ୍କ ସମେତ ପୌରପରିଷଦର ସାନିଟାରୀ ଏକ୍ସପର୍ଟ ତେଜସ୍ପିନି ନାୟକ, କନିଷ୍ଠ ଯନ୍ତ୍ରୀ, ସମସ୍ତ କାଉନସିଲର ବୃନ୍ଦ, ବିଭାଗୀୟ ଷ୍ଟାଫ ଏବଂ କର୍ମଚାରୀଗଣ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP