Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ସାବିତ୍ରୀ ଅମାବାସ୍ୟା ପାଇଁ ମିଟୁ ଭାଇ ଙ୍କ ଠାରୁ ସାବିତ୍ରୀ ଭାର ପାଇ ଭଉଣୀ ଖୁସି |

14-May-2026

ମିଟୁ ଭାଇଙ୍କ ଠାରୁ ସାବିତ୍ରୀ ଭେଟି ପାଇ ଭଉଣୀ ଖୁସି

ଓଡିଶା ଜନ ମତ,ବୁଗୁଡ଼ା,୧୫/୦୫,

କୁମୁଦ ଚନ୍ଦ୍ର ବେହେରା:---:ଆମ ହିନ୍ଦୁ ସଂସ୍କୃତି ଓ ପରମ୍ପରାରେ ସାବିତ୍ରୀ ଅମାବାସ୍ୟା ଏକ ଅତୁଟ ବନ୍ଧନ ଏହି ପରିପ୍ରେକ୍ଷୀରେ ଆଜି ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁଗୁଡ଼ା ବ୍ଲକର ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପ୍ରାଙ୍ଗଣରେ ଅନୁଷ୍ଠିତ ବିଶେଷ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭଉଣୀଙ୍କ (ପ୍ରିୟ ମିଟୁ ଭାଇ )ଯୋଗଦେଇ ଦଳର କାର୍ଯ୍ୟକର୍ତ୍ତା ଭଉଣୀ, ଏମ୍ ବି କେ,ସି ଆର ପି, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ ଓ ବ୍ୟାଙ୍କ ମିତ୍ର ଭଉଣୀ ମାନଙ୍କୁ ସାବିତ୍ରୀ ଭେଟି ତାଙ୍କ ଶ୍ରମ ଓ ସେବାକୁ ନମନ କରି ଏକ ଖଣ୍ଡ ଲୁଗା, ସାବିତ୍ରୀ ଯୋଗାଡ଼ ସହିତ ୧୦୦ ଟଙ୍କା ପ୍ରଦାନ କରିଥିଲେ।ପବିତ୍ର ସାବିତ୍ରୀ ଅମାବାସ୍ୟା ଅବସରରେ ଭଉଣୀମାନେ ନିଜ ସ୍ଵାମୀଙ୍କ ଦୀର୍ଘାୟୁଷ୍ୟ ନିମନ୍ତେ ଯେପରି ଉପବାସ ଓ ପୂଜା କରନ୍ତି, ତାହା ଏକ ଅଦ୍ୱିତୀୟ ଭକ୍ତିର ନିଦର୍ଶନ।ଏହି ଅବସରରେ ଆଗାମୀ ସାବିତ୍ରୀ ବ୍ରତ ୧୬/୦୫/୨୬ ହେବାକୁ ନେଇ ଆଜି ସମସ୍ତ ଭଉଣୀମାନଙ୍କୁ ସାବିତ୍ରୀ ଭାର ବଣ୍ଟନ କରି ମୁଁ ଗର୍ବିତ ଅନୁଭବ କରିବା ସହ ଓଡ଼ିଆ ସାଂସ୍କୃତିକ ଅଗ୍ରାଧିକାର ଦେବା ପାଇଁ ଆମେ ସର୍ବଦା ତତ୍ପର ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରକାଶ କରିଥିଲେ। ଏହି ଅବସରରେ ସାବିତ୍ରୀ ଭେଟି ପାଇଥିବା ଭଉଣୀ ମାନେ ମନ୍ତ୍ରୀଙ୍କୁ ପ୍ରିୟ ମିଟୁ ଭାଇ ବୋଲି ପ୍ରଶଂସା କରି ବହୁତ ଖୁସି ଅନୁଭବ କରି ଥିଲେ। ଉପାଧ୍ୟକ୍ଷ ମାନସ ରଂଜନ ପ୍ରଧାନ,ବିଧାୟକ ପ୍ରତିନିଧି ହରିହର ସାହୁ, ଘୁମୁସର ସାଙ୍ଗଠନିକ ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ମହାପାତ୍ର,ନଗର ସଭାପତି କେଦାରନାଥ ମହାରଣା, ଏନ୍ ଏ ସି ମଣ୍ଡଳ ସଭାନେତ୍ରୀ ଡି ରେଶ୍ମା ପାତ୍ର, ଉପସଭାପତି ସୁନୀଲ ପାଢ଼ୀ, ବୁଗୁଡ଼ା ଏନଏସି ବିଧାୟକ ପ୍ରତିନିଧି ୟୁ ବୁଲୁ ପାତ୍ର,ମଣ୍ଡଳ ସଭାପତି କାର୍ତ୍ତିକ ମଙ୍ଗଳ, ଆସିକା ଚିନିଶିଳ୍ପ ନିର୍ଦ୍ଦେଶ ବସନ୍ତ ଦଳେଇ ସମେତ ବହୁ ଜନପ୍ରତିନିଧି ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP