Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ନିଖିଳ ହାତପା ହତ୍ୟା କାରି ମାନଙ୍କୁ ତୁରନ୍ତ ଗିରଫ କରିବାକୁ ପ୍ରଶାସନ କୁ ସ୍ମାରକ ପତ୍ର ପ୍ରଦାନ |

15-May-2026

ନିଖୂଲ ହାତାପା ହତ୍ୟାକାଣ୍ଡରେ ଦୋଷୀଙ୍କ ଗିରଫ ଦାବିରେ ସ୍ମାରକପତ୍ର

ଓଡିଶା ଜନ ମତ,ରାୟଗଡା,
କାମେଶ୍ୱର କରକରିଆ:----
ରାୟଗଡା ଜିଲ୍ଲା ଆମ୍ବେଦକର ନଗର (ରେଲିସାହି) ଅଞ୍ଚଳବାସୀଙ୍କ ପକ୍ଷରୁ ନିଖୋଲ ହାତାପା ହତ୍ୟାକାଣ୍ଡରେ ଦୋଷୀଙ୍କୁ ଶୀଘ୍ର ଗିରଫ ଓ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ପ୍ରଶାସନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଗତ ୯ ତାରିଖ ରାତିରେ ଆମ୍ବେଦକର ନଗରର ବାସିନ୍ଦା ନିଖୋଲ ହାତାପାଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ବହୁତ ଦିନ ବିତିଥିଲେ  ଯାଇ ଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରି ବାରେ ସଫଳ ହୋଈ ପାରି ନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଓ ଭୟ ଦେଖା ଦେଇଛି । ସ୍ମାରକପ‌ତ୍ରରେ ଉଲ୍ଲେଖ କରାଯାଇଛି ଯେ, ରାୟଗଡା ଏକ ଶାନ୍ତିପୂର୍ଣ ସହର ଭାବେ ପରିଚିତ ଥୂବାବେଳେ ଏଭଳି ଅମାନବିକ ଘଟଣା ସହରର ଆଇନ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛି। ପୋଲିସରନିଷ୍କ୍ରିୟ
ତାକୁ ନେଇ |  ସାଧାରଣ ଲୋକ ଅସନ୍ତୋଷ ପ୍ରକାଶ କରିଥିବା ସହ ନିଖୋଲଙ୍କ ପରିବାରକୁ ଶୀଘ୍ର ନ୍ୟାୟ ଦେବାକୁ ଦାବି କରିଛନ୍ତି। ଏହାସହ ୧୫ ଦିନ ମଧ୍ଯରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି କଠୋର ଦଣ୍ଡବିଧାନ କରାଯିବା ସହ ସହରରେ ଶାନ୍ତି ଓ ସୁରକ୍ଷା ବଜାୟ ରଖିବାକୁ ପ୍ରଶାସନଙ୍କୁ ଦାବି କରାଯାଇଛି। ଦାବି ପୂରଣ ନହେଲେ ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ସତର୍କ କରାଯାଇଛି।

News Comment

You Might Also Like

BACK TO TOP