Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ମାଟି, ମା, ଓ ମହିଳା ଙ୍କ ପାଇଁ ବଜେଡିର ଶୋଭାଯାତ୍ରା

15-May-2026

ମାଟି, ମା’ ଓ ମହିଳାଙ୍କ ସମ୍ମାନ ପାଇଁ ବିଜେଡିର ଶୋଭାଯାତ୍ରା

ଓଡିଶା ଜନ ମତ,ରାୟଗଡା,କାମେଶ୍ୱର କରକରିଆ:----

ରାୟଗଡା ଜିଲ୍ଲା ଠାରେ  ମହିଳାଙ୍କ ସମ୍ମାନ ସୁରକ୍ଷା ଦାବିରେ ଆଜି ରାୟଗଡ଼ ସହରରେ ବିଜୁ ଜନତା ଦଳ ପକ୍ଷରୁ ।ରୁ ଏକ ବିଶାଳ ସଭାଯାତ୍ରା ସ୍ଥାନୀୟ ଗଜପତି ଛକ ରୁ ଆରମ୍ବ ହୋଇଥିଲା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାୟଗଡ଼ା ଜିଲ୍ଲା ବିଜେଡି ସଭାପତି ଜଗନ୍ନାଥ ସାରକାଙ୍କ ନେତୃତ୍ବରେ ରେ ଏହି କାର୍ଯ୍ୟକ୍ରମ ହୋଇ ହାଇଥିଲା। ଜିଲ୍ଲା ବିଜୁ ମହିଳା ଜନତ ଦଳର ସଭା ও ସଭାପତି ଅନୁସୟା ମାଝିଙ୍କ ତତ୍ତ୍ବାବଧାନରେ ଶତାଧୂକ ମହିଳା คศ1 ଓ ଦଳୀୟ ନେତା-କର୍ମ -କର୍ମୀ ସାମିଲ ହୋଇଥିଲେ। ଗଜପତି ଛକରୁ ବାହାରିଥିବା ଏହି ଶୋଭାଯାତ୍ରା ମୁଖ୍ୟରାସ୍ତା ଦେଇ ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା। ବର୍ତ୍ତମାନର ବିଜେପି ଶାସନରେ ରାଜ୍ୟରେ ବଢ଼ିଚାଲିଥିବା ମହିଳା ହତ୍ୟା, ନିର୍ଯାତନା ଜନବିରୋଧୀ ନୀତି ବି ବିରୋଧରେ ବିଜେଡି ତୀବ୍ର ପ୍ରତିବାଦ କରିଛି। ନେତୃବୃନ୍ଦ ଅଭିଯୋଗ କରିଛନ୍ତି σα ଡବଲ ଇଞ୍ଜିନ ସରକାରରେ ମହିଳାମାନେ ଅସୁରକ୍ଷିତ ଅନୁଭବ କରୁଛନ୍ତି ବୋଲି ସୁଧୀର ଦାସ କହିଥିଲେ। ସଭାଯାତ୍ରା ଶେଷରେ ରା ରାଜ୍ୟପାଳଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁ ଅନୁପସ୍ଥିତରେ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ ଙ୍କୁ ৬০ ପ୍ରଦାନ କରିଥିଲେ। ଦାବିପତ୍ରରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଓ ଜନ ଜନବିରୋଧୀ ନୀତି ପ୍ରତ୍ଯାହାର କରିବାକୁ ଦାବି କରାଯାଇଛି। ବିଜୁ ଓ ନବୀନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମହିଳା ସଶକ୍ତିକରଣ ପାଇଁ ବିଜେଡି ସର୍ବଦା ଲଢ଼ିବ ବୋଲି ଜିଲ୍ଲା ସଭାପତି ଜଗନ୍ନାଥ ସାରକା କହିଛନ୍ତି। କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ପି ଗୌରୀ ସଂକର ରାଓ, ଜିଲ୍ଲା ବିଜେଡି ଉପସଭାପତି ଇପିଲି ଧବଳେଶ୍ଵର ନାଇଡୁ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଜଗଦୀଶ ପାତ୍ର, ବୋନି ପଟ୍ଟନାୟକ, ସନ୍ତୋଷ ପାତ୍ର, ଶୁଭ୍ରା ପୋଣ୍ଡୁ, ସରସ୍ବତୀ ମାଝୀ,ଜିଲ୍ଲାର ସମସ୍ତ ବ୍ଲକରୁ ହଜାର ହଜାର ମହିଳା ଓ ଦଳୀୟ କର୍ମୀ ଯୋଗ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମ କୁ ପୋନ୍ମୁରୁ ମଣିରନୂମ ଓ ବିନାୟକ ପୋଲାଈ ସୁଚାର ରୂପେ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP