Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ରାୟଗଡା ଗୁଳିକରୀ ହତ୍ୟା ଘଟଣା ରେ ଛ ଦିନ ପରେ ବିହାର ରୁ ଗିରଫ ହେଲେ ତିନିଅଭିଯୁକ୍ତ |

16-May-2026

ରାୟଗଡାରେ ଗୁଳି କରି ହତ୍ୟା ଘଟଣା,୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ଓଡିଶା ଜନ ମତ,ରାୟଗଡା,୧୬/୦୫,

କାମେଶ୍ୱର କରକରିଆ:-----

ରାୟଗଡା ଜିଲ୍ଲାର ବହୁ ଚର୍ଚ୍ଚିତ ନିଖିଲ ହତ୍ୟାକାଣ୍ଡ ଘଟଣାରେ ପୁଲିସକୁ ମିଳିଛି ସଫଳତା । ଏହି ଗ୍ୟାଙ୍ଗୱାର ଜନିତ ହତ୍ୟାକାଣ୍ଡକୁ ନେଇ ରାୟଗଡା ଜିଲ୍ଲା ଅଶାନ୍ତ ହୋଇଥିଲା । ରାୟଗଡା ପୁଲିସ ଆଜି ନିଜର ସାମାଜିକ ଗଣମାଧ୍ୟମ ୱାଟ୍ସଆପ ମାଧ୍ୟମରେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି କହିଛି ବିହାର ରାଜ୍ୟର ଅଉରଙ୍ଗାବାଦ ଜିଲ୍ଲା ମଦନପୁର ପୁଲିସ ଷ୍ଟେସନ ଅଞ୍ଚଳରୁ ହତ୍ୟା ଘଟଣାର ମୁଖ୍ୟ ତିନି ଅଭିଯୁକ୍ତଙ୍କୁ  ପୁଲିସ ଗିରଫ କରିଛି । ମୁଖ୍ୟ ଅଭିଯୁକ୍ତ ମାନେ ହେଲେ ଉମେଶ ହିଆଲ,ରାଜ ସେମଲି ଓ ଅକ୍ଷୟ ସାମଲ ଓରଫ ଟିଙ୍କୁଲୁ । ପୁଲିସ ସୂଚନା ପ୍ରଦାନ କରି କହିଛି ହତ୍ୟା ଅପରାଧରେ ଜଡିତ ଏହି ଅଭୁଯୁକ୍ତଙ୍କୁ ଧରିବା ପାଇଁ ତଦନ୍ତ ସମୟରେ ତାଙ୍କ ନିକଟତର ହୋଇଥିଲେ କିନ୍ତୁ ଅପରାଧି ମାନେ କୌଣସି ମତେ ଖସିଯାଉଥିଲେ କିନୁ । ପୁଲିସ ଶେଷରେ ଅପରାଧି ମାନଙ୍କୁ  ବିହାରରୁ ଗିରଫ କରିଥିବାରୁ ତାଙ୍କୁ ରିମାଣ୍ଡରେ ଆଣି ଆଇନ ଅନୁଯାୟି ତଦନ୍ତ କରୁଛି । ଏନେଇ ଆହୁରି ତଦନ୍ତ କରି ଚଢ଼ାଉ ଜାରି ରହିଛି ଏବଂ ଖୁବ ଶୀଘ୍ର ହତ୍ୟାକାଣ୍ଡରେ ଜଡିତ ଅନ୍ୟ ଅପରାଧୀଙ୍କୁ ଗିରଫ କରାଯିବା ନେଇ ସୂଚନା ମିଳିଛି । ରାୟଗଡା ଆରକ୍ଷୀ ଅଧିକ୍ଷକ ସ୍ବାଥୀ ଏସ କୁମାରଙ୍କ ନେତୃତ୍ବରେ ଅତିରୀକ୍ତ ଆରକ୍ଷୀ ଅଧିକ୍ଷକ ରାମେନ୍ଦ୍ର ପ୍ରସାଦ ପୁଲିସର ଟେକନିକାଲ ଟିମ ସହାୟତାରେ ତଦନ୍ତ କରୁଥିଲେ । ଏହି ଘଟଣାରେ ପୁଲିସ ୬ଟି ଟିମ ଗଠନ କରି ରାଜ୍ୟ ଏବଂ ରାଜ୍ୟ ବାହାରେ ତଦନ୍ତ ଜାରି ରଖିଛି । ପୁଲିସ ତଦନ୍ତ  ସଂପର୍କ ରେ ତଦନ୍ତରେ ବାଧା ହେଉଥିବାରୁ ପରବର୍ତ୍ତି ସମୟରେ ସୂଚନା ଦିଆଯିବ ବୋଲି ସୂଚନା ରହିଛି । ସୂଚନା ଯୋଗ୍ୟଯେ ଗତ ୯ ତାରିଖ ରାତିରେ ରାୟଗଡା ସହର ଇନ୍ଦିରା ନଗର ୩ୟ ଲାଇନରେ କିଛି ଅଜଣା ଦୁର୍ବୁତ୍ତ ଗୁଳି କରି ରାୟଗଡା ସହର ସ୍ଥିତ ଆମ୍ବେଦକର ସାହିର ଜଣେ ଯୁବକ  ନିଖିଲ ହାଡ଼ପାକୁ ଗୋଡାଇ ଗୋଡାଇ ହତ୍ୟା କରିଥିଲେ । ପୂର୍ବ ଶତୃତା ଓ ଜୁଆ ଆଡ୍ଡାରୁ ଲୁଟ ଘଟଣାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଧେହ କରାଯାଇଛି I ପୂର୍ବରୁ ୨ଗ୍ୟାଙ୍ଗ ମଧ୍ୟରେ ବିଭିନ୍ନ କାରଣରୁ ଶତ୍ରୁତା ଲାଗିରହିଥିଲା । ସୂଚନାଯୋଗ୍ୟ ଯେ ୯ ତାରିଖ ରାତି ପାଖାପାଖି ରାତି ୧୦ଟାରେ କିଛି ଯୁବକ ଗୋଟେ ବୁଲେଟ ଏବଂ ଏକ ଚାରି ଚକିଆ ଗାଡିରେ ନିଖିଲ ସହ ଯୁକ୍ତିତର୍କ କରି ପିଛା କରିଥିଲେ । ଏହି ସମୟରେ ନିଖିଲି ଦୌଡି ପଳେଇବା ବେଳେ  ଗୁଳି କରି ଅପହରଣ କରି ହତ୍ୟା ପରେ ତୁ୍ମ୍ବିଗୁଡା ନିକଟସ୍ଥ ନାଗାବଳୀ ନଦୀ ପଠାରେ ମୃତ ଦେହକୁ ଫିଙ୍ଗି ଦେଇଥିଲେ ।

News Comment

You Might Also Like

BACK TO TOP