Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ବିଂଝାରପୁର ରେ ମହିଳା ସଂରକ୍ଷଣ ଦାବିରେ ବେଜେପି ମହିଳା ମୋର୍ଚ୍ଚାର ଗର୍ଜନ ସମାବେଶ |

16-May-2026

ବିଂଝାରପୁରରେ ମହିଳା ସଂରକ୍ଷଣ ପ୍ରସଙ୍ଗରେ ବିଜେପି ମହିଳା ମୋର୍ଚ୍ଚାର ଗର୍ଜନ,
ଓଡିଶା ଜନମତ , ଯାଜପୁର  ୧୬|୦୫,

ପ୍ରଦୀପ କୁମାର ମଲ୍ଲିକ :----

ବିଂଝାରପୁର  ମହିଳା ସଂରକ୍ଷଣ ଓ ମହିଳା ସଶକ୍ତିକରଣ ପ୍ରସଙ୍ଗକୁ ନେଇ ବିଂଝାରପୁରରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜୋରଦାର ବିକ୍ଷୋଭ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜରୀ ମହାଦେବ ଛକରୁ ବାଙ୍ଗରା ଛନ୍ଦାମୁଣ୍ଡ ଛକ ପର୍ଯ୍ୟନ୍ତ ଶତାଧିକ ମହିଳା ଓ ଛାତ୍ରୀଙ୍କ ସମ୍ମିଳନରେ ଏହି ଶୋଭାଯାତ୍ରା କରାଯାଇଥିଲା। ହାତରେ ପ୍ଲାକାର୍ଡ ଓ ଦଳୀୟ ପତାକା ଧରି ବିଭିନ୍ନ ସ୍ଲୋଗାନ ଦେଇ ମହିଳାମାନେ ବିରୋଧୀ ଦଳ ଏବଂ ଇଣ୍ଡି ମେଣ୍ଟକୁ ଟାର୍ଗେଟ କରିଥିଲେ।ବିକ୍ଷୋଭକାରୀମାନଙ୍କ ଅଭିଯୋଗ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶରେ ମହିଳା ସଶକ୍ତିକରଣ ପାଇଁ ବିଭିନ୍ନ ଜନହିତକାରୀ ଯୋଜନା କାର୍ଯ୍ୟକାରୀ ହେଉଥିବାବେଳେ ବିରୋଧୀ ଦଳ ମହିଳା ସଂରକ୍ଷଣ ପ୍ରସଙ୍ଗରେ ରାଜନୀତି କରୁଛନ୍ତି। ମହିଳାଙ୍କ ଅଧିକାର ଓ ସମ୍ମାନ ସୁରକ୍ଷା ପାଇଁ କେନ୍ଦ୍ର ସରକାର ସଦା ପ୍ରତିବଦ୍ଧ ବୋଲି ମୋର୍ଚ୍ଚା ପକ୍ଷରୁ କୁହାଯାଇଥିଲା।ବାଙ୍ଗରା ଛନ୍ଦାମୁଣ୍ଡ ଛକରେ ପହଞ୍ଚିବା ପରେ ମହିଳାମାନେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଏବଂ ନାରୀ ସଶକ୍ତିକରଣ ସମ୍ପର୍କିତ ସ୍ଲୋଗାନରେ ସମଗ୍ର ପରିବେଶକୁ ମୁଖରିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ବବିତା ମଲ୍ଲିକ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ଦିପ୍ତିମୟୀ କୁଅଁରଙ୍କ ସହ ବହୁ ସଂଖ୍ୟକ ମହିଳା କର୍ମୀ ଓ ଛାତ୍ରୀ ଯୋଗଦେଇଥିଲେ।

News Comment

You Might Also Like

BACK TO TOP