Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ଥିଏଟର ଗ୍ରୁପ ଓ ଫ୍ରିଡମ ଅଏଲ ପକ୍ଷରୁ ଜନସେବା କାର୍ଯ୍ୟକ୍ରମ ଅନୁଷ୍ଠିତ |

17-May-2026

ଥିଏଟର ଗ୍ରୁପ ଓ ଫ୍ରିଡମ ଅଏଲ ପକ୍ଷରୁ ଜଳସେବା ବେଶ୍ ପ୍ରଶଂସନୀୟ, L
ଓଡିଶା ଜନ ମତ,ଯାଜପୁର,ପ୍ରଦୀପ କୁମାର ମଲ୍ଲିକ , 

  ୧୭|୦୫|୨୦୨୬ :------
ପବିତ୍ର ସାବିତ୍ରୀ ଅମାବାସ୍ୟା ଅବସରରେ ଯାଜପୁର ଜିଲ୍ଲାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଅନ୍ବେଷଣ ଥିଏଟର ଗ୍ରୁପ ଓ ଫ୍ରିଡମ ଅଏଲର ମିଳିତ ସହଯୋଗରେ ବିରଜା ମନ୍ଦିର ପରିସରରେ ଶ୍ରଦ୍ଧାଳୁମାନଙ୍କୁ ଜଳସେବା (ଦହି, ଲେମ୍ବୁ ସରବତ) ପ୍ରଦାନ କରାଯାଇଥିଲା । ପ୍ରଚଣ୍ଡ ରୋଦ୍ରତାପକୁ ଦୃଷ୍ଟିରେ ରଖି ହଜାର ହଜାର ସଂଖ୍ୟାରେ ଉପସ୍ଥିତ ଥିବା ଶ୍ରଦ୍ଧାଳୁ ମାନଙ୍କୁ ଜଳସେବା ପ୍ରଦାନ କରାଯାଇଥିଲା ।  ପ୍ରକାଶଥାଉକି ପ୍ରତ୍ୟେକ ବର୍ଷ ପବିତ୍ର ସାବିତ୍ରୀ ଅମାବାସ୍ୟାରେ ଅନ୍ବେଷଣ ଥିଏଟର ଗ୍ରୁପ ଓ ଫ୍ରିଡମ ଅଏଲର ମିଳିତ ସହଯୋଗରେ ଭକ୍ତମାନଙ୍କୁ ଜଳସେବା କାର୍ଯ୍ୟକ୍ରମ କରାଯାଇଥାଏ ।  ଆଜିର ଏହି ମହତ କାର୍ଯ୍ୟକ୍ରମକୁ ଫ୍ରିଡମ ଅଏଲ୍ର ଓଡ଼ିଶାର ମୁଖ୍ୟ ତଥା ବରିଷ୍ଠ ସମାଜସେବୀ ଅମିୟ କୁମାର ଧଳ ଶୁଭାରମ୍ଭ କରିବା ସହିତ ଶ୍ରଦ୍ଧାଳୁମାନଙ୍କୁ ଜଳସେବା ପ୍ରଦାନ କରିଥିଲେ । ବିଞ୍ଝାରପୁର ବ୍ଲକ  ଗୁହାଳି ଗ୍ରାମର ଶ୍ରୀ ଧଳ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କ ପାଖରେ ଦେବଦୂତ ଭଳି ପହଞ୍ଚି ସାହାଯ୍ୟ ସହଯୋଗର ହାତ ବଢ଼ାଇ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। 
ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ବୃନ୍ଦାବନ ମିଶ୍ର, ସାଂସ୍କୃତିକ ସମ୍ପାଦକ ଶଙ୍କର ସାହୁ, କୋଷାଧ୍ୟକ୍ଷ ଦିଜେନ୍ଦ୍ର ନାଥ ରାଉତ, ସହ ସମ୍ପାଦିକା ଶକୁନ୍ତଳା ବେହେରା, କୋର୍ କମିଟିର ସଦସ୍ୟ ରବିନାରାୟଣ ରାଉତ, ଅଶୋକ କୁମାର ପାଣିଗ୍ରାହୀ, ଲକ୍ଷ୍ମୀପ୍ରିୟା ରାଉତରାୟ, ଗୌତମ ବିକାଶ ମହାନ୍ତି, ସଙ୍ଗଠନ ସମ୍ପାଦକ ଧନଞ୍ଜୟ ପୃଷ୍ଟି, ସହ ସଙ୍ଗଠନ ସମ୍ପାଦକ ତାରାକାନ୍ତ ମଲ୍ଲିକ, ସଦସ୍ୟ ଗୋପାଳ ଚନ୍ଦ୍ର ବେହେରା, ଶିଶିର କୁମାର ମହାପାତ୍ର , ଅବିନାଶ ଦାଶ, ଉପେନ୍ଦ୍ର କୁମାର ଯେନା , ଅବକାଶ ରଥ, ସୁଶାନ୍ତ କୁମାର ନାୟକ,କିଶୋର କୁମାର ଦାଶ, ଜୟ ପ୍ରକାଶ ନାୟକ, ସୁକାନ୍ତ ରାଉତ, କେଶବ ବେଜ, ମନିଷା ରାଉତ, ଜ୍ଞାନ ରଞ୍ଜନ ସାହୁ, ଦେବବ୍ରତ ମିଶ୍ର, ଶୁଭଶ୍ରୀ ମହାନ୍ତି,ସାଇଶ୍ରି ମହାନ୍ତି, ପୁର୍ଣିମା ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।  ଏଥି ସହିତ ସମସ୍ତ ସଦସ୍ୟ ଓ ସଦସ୍ୟା ମାନେ ପ୍ରବଳ ଖରାକୁ ଖାତିରି ନକରି ଏହି ମହାନ କାର୍ଯ୍ୟକ୍ରମରେ ସହଯୋଗ କରିଥିବାରୁ ସମ୍ପାଦକ ଅଭିମନ୍ୟୁ ମିଶ୍ର ଅନୁଷ୍ଠାନ ପକ୍ଷରୁ କୃତଜ୍ଞତା ଜଣାଇଥିଲେ ।

News Comment

You Might Also Like

BACK TO TOP