Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ଢେପା ଗୁଡାରେ କଂଗ୍ରେସ ର ଶକ୍ତି ପ୍ରଦର୍ଶନ, ଶତାଧିକ ଲୋକଙ୍କ ଯୋଗ ଦାନ, |

17-May-2026

ଢେପାଗୁଡାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ, ଶତାଧିକ ଲୋକଙ୍କ ଯୋଗଦାନ
ଓଡିଶା ଜନ ମତ,ରାୟଗଡା,୧୭/୦୫

 କାମେଶ୍ୱର କରକରିଆ : ---

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡା ଗାଁ ପରିସରରେ ରବିବାର କଂଗ୍ରେସ ଦଳ ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ କଂଗ୍ରେସ ଦଳରେ ସାମିଲ ହୋଇଥିବା ଜଣାପଡ଼ିଛି। ଗ୍ରାମାଞ୍ଚଳରେ କଂଗ୍ରେସ ଦଳ ପ୍ରତି ଲୋକଙ୍କ ଆସ୍ଥା ଓ ସମର୍ଥନ ବଢୁଥିବା ଏହି କାର୍ଯ୍ୟକ୍ରମରୁ ପ୍ରମାଣିତ ହେଉଛି ବୋଲି ଦଳୀୟ କର୍ମୀମାନେ କହିଛନ୍ତି। ବିଷମକଟକ ନିର୍ବାଚନ ମଣ୍ଡଳୀର ବିଧାୟକ ନୀଳମାଧବ ହିକକାଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ସେ ନୂତନ ଭାବେ ଦଳରେ ଯୋଗଦେଇଥିବା କର୍ମୀମାନଙ୍କୁ ଦଳୀୟ ପତାକା ପ୍ରଦାନ କରି ସ୍ୱାଗତ କରିଥିଲେ। ନିଜ ଉଦ୍ବୋଧନରେ ସେ କହିଥିଲେ ଯେ, ଗ୍ରାମାଞ୍ଚଳର ବିକାଶ, ପାନୀୟଜଳ, ରାସ୍ତା, ସ୍ୱାସ୍ଥ୍ୟ ଓ ଶିକ୍ଷା ଭଳି ମୌଳିକ ସମସ୍ୟାର ସମାଧାନ ପାଇଁ କଂଗ୍ରେସ ସଦା ସର୍ବଦା ଲୋକଙ୍କ ସହ ରହିଛି ଓ ଆଗାମୀ ଦିନରେ ମଧ୍ୟ ରହିବ।ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା, ବ୍ଲକ କଂଗ୍ରେସ ସଭାପତି ସିଏଚ ନାଗେଶ୍ୱର ରାଓ, ସମ୍ପାଦକ ପ୍ରଶାନ୍ତ ନନ୍ଦ କୌଶଲ୍ୟା, ବିଧାୟକ ପ୍ରତିନିଧି ବଳାରାଓ ବିଡ଼ିକା ଓ ଯୁବ କଂଗ୍ରେସ ସଭାପତିଙ୍କ ସମେତ ବହୁ କଂଗ୍ରେସ କର୍ମକର୍ତ୍ତା ଓ ସମର୍ଥକ ଉପସ୍ଥିତ ରହିଥିଲେ। ସଭାସ୍ଥଳରେ ଦଳୀୟ ସ୍ଲୋଗାନ ସହ ଉତ୍ସାହମୟ ପରିବେଶ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଗ୍ରାମରୁ ଆସିଥିବା ଲୋକମାନେ ମଧ୍ୟ ଦଳର ନୀତି ଓ ଆଦର୍ଶ ପ୍ରତି ଆକୃଷ୍ଟ ହୋଇ କଂଗ୍ରେସରେ ସାମିଲ ହେଉଥିବା କହିଥିଲେ। ଆଗାମୀ ପଞ୍ଚାୟତ ଓ ସାଧାରଣ ନିର୍ବାଚନକୁ ନଜରରେ ରଖି ଏହି ମିଶ୍ରଣ ପର୍ବକୁ କଂଗ୍ରେସ ପାଇଁ ଏକ ଶକ୍ତି ପ୍ରଦର୍ଶନ ଭାବେ ଦେଖାଯାଉଛି।

News Comment

You Might Also Like

BACK TO TOP